ଆଶା ଆଶଙ୍କାରେ ରାବଣପୋଡ଼ି, ଏଯାଏ ମିଳିନି ଅନୁମତି

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଦଶହରା ପର୍ବର ମୁଖ୍ୟ ଆକର୍ଷଣ ହେଉଛି ରାବଣପୋଡ଼ି। ତେବେ ଚଳିତ ବର୍ଷ ରାଜଧାନୀରେ ରାବଣପୋଡ଼ି ଉତ୍ସବ ହେବ କି ନାହିଁ ସେ ନେଇ ଆଶା ଆଶଙ୍କା ଲାଗି ରହିଛି। ରାବଣପୋଡି ପାଇଁ ରାଜଧାନୀରେ ଏପର୍ଯ୍ୟନ୍ତ କୌଣସି ପୂଜାମଣ୍ଡପକୁ ଅଗ୍ନିଶମ ବିଭାଗ ପକ୍ଷରୁ ଅନୁମତି ମିଳିନାହିଁ । ଯଦି ଆଗକୁ ଅନୁମତି ମିଳେ, ତେବେ ରାବଣପୋଡ଼ି ପାଇଁ କମିଶନରେଟ ପୋଲିସ କ୍ଷେତ୍ର ପରିଦର୍ଶନ କରିବ । କ୍ଷେତ୍ର ପରିଦର୍ଶନ ପରେ ଅନୁମତି ମିଳିବ ବୋଲି ଜଣାପଡିଛି ।
ଅନ୍ୟପକ୍ଷେ ରାବଣପୋଡ଼ି ପାଇଁ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ସରିଥିବା ବେଳେ ଅଗ୍ନିଶମ ବିଭାଗ ପକ୍ଷରୁ କୌଣସି ଅନୁମତି ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଐତିହ୍ୟ ଖଣ୍ଡଗିରି ପାହାଡ଼ରେ ପ୍ରସିଦ୍ଧ ନବ ଦିନାମତ୍କ କୁମ୍ଭମେଳା ଶନିବାରଠାରୁ ଆରମ୍ଭ ହେଉଛି। ଇତିମଧ୍ୟରେ ସମସ୍ତ ପ୍ରସ୍ତୁତି ସରିଥିବାବେଳେ ସାଧୁସନ୍ଥଙ୍କ ମନ୍ତ୍ରଧ୍ୱନି ସହ ଭଜନକୀର୍ତ୍ତନରେ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ୧୫।୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା...

ବିଶ୍ୱାସ ଦେଇଥାଏ ବ୍ୟବସାୟକୁ ବଳ

ଭୁବନେଶ୍ୱର,୨୩।୧୦: ଇତିହାସ ସାଙ୍ଗକୁ ପୁରାଣରେ ବର୍ଣ୍ଣତ ରହିଛି ଯେ ଆୟୁର୍ବେଦ ଦେବତା ଧନ୍ବନ୍ତରୀଙ୍କ ଜନ୍ମଦିବସକୁ ଧନ୍‌ତେରସ ଭାବେ ଜୈନ ଧର୍ମାବଲମ୍ବୀମାନେ ପାଳନ କରୁଥିବା ବେଳେ ସମୟକ୍ରମେ...

ଚିଲିକା ଭିତରେ ଫସି ରହିଲେ ୨୦୦ରୁ ଅଧିକ ଯାତ୍ରୀ

କୃଷ୍ଣପ୍ରସାଦ,୧୬ା୪(ଡି.ଏନ୍‌.ଏ.): ଚିଲିକାରେ ୪୦ରୁ ୫୦ ମିନିଟ୍‌ ଧରି ଫସି ରହିଥିଲେ ୨୦୦ରୁ ଅଧିକ ଯାତ୍ରୀ। ପ୍ରଶାସନ ହସ୍ତକ୍ଷେପ କରିବା ପରେ ଡଙ୍ଗା କୂଳରେ ଲାଗିବାକୁ ଅନୁମତି...

ମାଟ୍ରିକ ଅଫ୍‌ଲାଇନ୍‌ ପରୀକ୍ଷା ଫର୍ମ ପୂରଣ ଆରମ୍ଭ

କଟକ ଅଫିସ,୬।୭: ଚଳିତବର୍ଷ ମାଟ୍ରିକ ଫଳ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ କରୋନା କଟକଣା ମଧ୍ୟରେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେବେ। ଏଥିପାଇଁ ସୋମବାରଠାରୁ ଫର୍ମ ପୂରଣ...

ସରକାରୀ ଅର୍ଥରେ ଦୁବାଇ ଗସ୍ତ ନିନ୍ଦନୀୟ: ବିରୋଧୀ

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସୋମବାରଠାରୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ଏହି ବିମାନରେ ବିଜେଡିର ପ୍ରାୟ ୧୫ରୁ ଊର୍ଦ୍ଧ୍ୱ ବିଧାୟକ ଦୁବାଇ ଗସ୍ତ କରିଛନ୍ତି।...

ଶ୍ରମ କାର୍ଡ ନାଁରେ ଠକୁଛନ୍ତି ଦଲାଲ:ନକଲି କାର୍ଡ଼ ଦେଇ ଲୋକଙ୍କଠାରୁ ଲୁଟୁଛନ୍ତି ଟଙ୍କା

ନବରଙ୍ଗପୁର,୧୫।୨(ବି.ପ୍ର.) ଶିକ୍ଷା ଓ ସଚେତନତା ଅଭାବ ଯୋଗୁ ଅନେକ ଶ୍ରମିକ ଠକାମିର ଶିକାର ହେଉଛନ୍ତି। ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଶ୍ରମ କାର୍ଡ ପାଇଁ ନାମ...

ମୁଣ୍ଡ ପିଛା ଆୟ ବଢ଼ିଲା

ଭୁବନେଶ୍ୱର, ୩୦ା୩(ବ୍ୟୁରୋ): ଗତ ଦୁଇ ବର୍ଷ ହେବ କରୋନା ମହାମାରୀ ଯୋଗୁ ଦେଶର ଅର୍ଥନୀତି ଦୁର୍ବଳ ହୋଇଥିଲେ ସୁଦ୍ଧା ରାଜ୍ୟ ସରକାରଙ୍କ ଉପଯୁକ୍ତ ଆର୍ଥିକ ପରିଚାଳନା...

Advertisement
Archives

Model This Week