Posted inଖେଳ

ରାବାଡା ନୋର୍ଜେ ପହଞ୍ଚିଲେ, ଓପନିଂ ମ୍ୟାଚ ଖେଳିବେନି

ମୁମ୍ବାଇ, ୭ା୪(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବା ଲାଗି ଦିଲ୍ଲୀ କ୍ୟାପିଟାଲ୍ସ ପେସ୍‌ ବୋଲର କାଗିସୋ ରାବାଡା ଓ ଆନରିଚ୍‌ ନୋର୍ଜେ ମଙ୍ଗଳବାର ଏଠାରେ ପହଞ୍ଚତ୍ଛନ୍ତି। କିନ୍ତୁ ୭ ଦିନ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ଯୋଗୁ ସେମାନେ ଶନିବାର ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଦଳର ଓପନିଂ ମ୍ୟାଚ ଖେଳିପାରିବେ ନାହିଁ। ଗତବର୍ଷ ଦକ୍ଷିଣ ଆଫ୍ରିକୀୟ ବୋଲରମାନଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ଥର ଫାଇନାଲରେ ପ୍ରବେଶ କରିଥିଲା। ତେଣୁ ଦଳରେ ସେମାନେ ସ୍ଥାନ ବଜାୟ ରଖିଛନ୍ତି। ଆଇପିଏଲ୍‌ର ଅଂଶବିଶେଷ ଥିବା ଦକ୍ଷିଣ ଆଫ୍ରିକା ଚଳିତ ପାକିସ୍ତାନ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ ସିରିଜ ଖେଳିଛନ୍ତି। ସୋମବାର ସେମାନେ ଜାତୀୟ ଦଳ ଛାଡ଼ି ସେମାନଙ୍କ ଆଇପିଏଲ୍‌ ଟିମ୍‌ ସହ ଯୋଗ ଦେଉଛନ୍ତି। ନିୟମିତ ଅଧିନାୟକ ଶ୍ରେୟାସ ଆୟାରଙ୍କ ଅନୁପସ୍ଥିତିରେ ଏହି ସିଜନରେ ଦିଲ୍ଲୀ କ୍ୟାପିଟାଲ୍ସର ନେତୃତ୍ୱ ନେବେ ବିସ୍ଫୋରକ ଉଇକେଟ-କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଦିନିକିଆ: ଟେଲରଙ୍କ ଶତକ ନିଷ୍ଫଳ: ପାକିସ୍ତାନ ୨୬ ରନରେ ବିଜୟୀ

ରାଓ୍ବଲପିଣ୍ଡି,୩୧।୧୦(ପି.ଟି.): ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ଘରୋଇ ପାକିସ୍ତାନ ୨୬ ରନରେ ବିଜୟୀ ହୋଇଛି। ରାଓ୍ବଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ...

ଭାଇରାଲ ହେଉଛି ଧାଓ୍ବନଙ୍କ ଭିଡିଓ: ପନ୍ତଙ୍କୁ କହିଥିଲେ ‘ଗାଡ଼ି ଧିରେ ଚଳାଅ’

ନୂଆଦିଲ୍ଲୀ,୩୧।୧୨: ନିଜେ ଗାଡ଼ି ଚଳାଇ ଆସୁଥିବା ବେଳେ ରୁର୍‌କି ନିକଟରେ ଦୁର୍ଘଟଣାର ଶିକାର ହୋଇଛନ୍ତି ଭାରତୀୟ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଏଥିରେ ସେ...

ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ: ପ୍ରଥମ ଇନିଂସରେ ଭାରତ ୪୦୪ରେ ଅଲଆଉଟ୍‌

ଚଟ୍ଟଗ୍ରାମ,୧୫।୧୨: ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଭାରତ ୪୦୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଦ୍ୱିତୀୟ ଦିନରେ ଟିମ ଇଣ୍ଡିଆ ୨୭୮/୬ ରନ୍‌ରୁ ଖେଳିବା...

ପତ୍ନୀ ସାକ୍ଷୀଙ୍କୁ ପସନ୍ଦ ନ ଥିଲା କ୍ରିକେଟ, ନା ଚିହ୍ନିଥିଲେ ଧୋନୀଙ୍କୁ

ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଆଜି ବିବାହବାର୍ଷିକୀ। ଦଶ ବର୍ଷର ବିବାହ ମଧ୍ୟରେ ଅନେକ ଉପଲବ୍ଧି ହାସଲ କରିଛନ୍ତି...

ଗାଭାସ୍କରଙ୍କ ଭବିଷ୍ୟବାଣୀ: ଏହି କ୍ରିକେଟର୍‌ ହେବେ ଭାରତୀୟ ଦଳର ଅଧିନାୟକ

ନୂଆଦିଲ୍ଲୀ,୧୩।୫: ମହାନ କ୍ରିକେଟର୍‌ ସୁନୀଲ ଗାଭାସ୍କର ଯୁବ ଉଇକେଟକିପଟ ରିଷଭ ପନ୍ତଙ୍କୁ ନେଇ ବଡ ମନ୍ତବ୍ୟ ଦେଇଛନ୍ତି। ସେ ଭବିଷ୍ୟବାଣୀ କରିଛନ୍ତି ଯେ, ରିଷଭ ଭବିଷ୍ୟତରେ...

ଫ୍ରେଞ୍ଚ୍‌ ଓପନ୍‌: ଫାଇନାଲରେ ନାଡାଲ

ପ୍ୟାରିସ୍‌,୧୦।୧୦(ଏପି): କ୍ଲେ କୋର୍ଟର ରାଜା ବିବେଚିତ ହେଉଥିବା ସ୍ପେନର ରାଫାଲ ନାଡାଲ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ପୁରୁଷ...

ଜିତିଲା ଟିମ୍‌ ଇଣ୍ଡିଆ; ଚମକିଲେ ପଦାର୍ପଣକାରୀ ଖେଳାଳି

ପୁଣେ,୨୩।୩: ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ବିଜୟ ସହ ଦିନିକିଆ ସିରିଜ୍‌ ଆରମ୍ଭ କରିଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ କ୍ରିକେଟରେ ଖେଳାଯାଇଥିବା ପ୍ରଥମ...

ଇଣ୍ଡିଆନ ସୁପରଲିଗ୍‌: ଦ୍ୱିତୀୟକୁ ଉଠିଲା ଏଟିକେ ମୋହନବାଗାନ

ଫତୋର୍ଦା, ୧୬।୧୨- ରୟ କ୍ରିଷ୍ଣାଙ୍କ ବିଳମ୍ବିତ ଗୋଲ ପୁଣିଥରେ ଏଟିକେ ମୋହନବାଗାନକୁ ଫାଇଦାରେ ରଖିଛି। କ୍ରିଷ୍ଣାଙ୍କ ପେନାଲ୍ଟି ଗୋଲ ବଳରେ ଏଟିକେ ବୁଧବାର ଅନୁଷ୍ଠିତ ଇଣ୍ଡିଆନ...

Advertisement
Archives

Model This Week