ରବିନ୍ଦ୍ର ମେଡିକାଲ ହଲ୍‌କୁ ବନ୍ଦ କଲା ବିଏମ୍‌ସି

ଭୁବନେଶ୍ୱର,୨୯।୭(ବ୍ୟୁରୋ): ବନ୍ଦ ହେଲା ବାପୁଜି ନଗରସ୍ଥିତ ରବୀନ୍ଦ୍ର ମେଡିକାଲ ହଲ। ଏହାର ଜଣେ କର୍ମଚାରୀ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହେବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବୁଧବାର ଏହାକୁ ବନ୍ଦ କରି ଦିଆଯାଇଛି। ଏ ବିଏମ୍‌ସି । ସତର୍କତାମୂଳକ ପଦକ୍ଷେପ ଭାବରେ ଅନ୍ୟ ୧୩ ଜଣ କର୍ମଚାରୀ ଏବଂ ମେଡିସିନ ଷ୍ଟୋର୍‌ର ମାଲିକଙ୍କୁ ୧୪ ଦିନ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଇଛି। ଏହାଛଡ଼ା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ରବୀନ୍ଦ୍ର ମେଡିକାଲ ହଲ ବନ୍ଦ ରହିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଦେଉନି ଅକ୍ଷୟ ଶକ୍ତି ନୀତି

ଭୁବନେଶ୍ୱର,୨୦।୭(ବ୍ୟୁରୋ):ରାଜ୍ୟରେ ପାରମ୍ପରିକ ଶକ୍ତି ଚାହିଦା ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ଏହା ସାଙ୍ଗକୁ ଉତ୍ପାଦନ ଖର୍ଚ୍ଚ ବଢୁଛି। ଏହାର ବିକଳ୍ପ ଭାବେ କ୍ଷୁଦ୍ର ଜଳ...

କୋସଲି ଭାଷାକୁ ସାମ୍ବିଧାନିକ ମାନ୍ୟତା ମିଳୁ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଗୋଟିଏ ଅଞ୍ଚଳର ମାତୃଭାଷା ସେହି ଅଞ୍ଚଳର ମାତୃ ସଂସ୍କୃତିକୁ ଜନ୍ମ ଦିଏ। ଯେପରି ପଶ୍ଚିମ ଓଡ଼ିଶାର କୋସଲି ମାତୃଭାଷା କୋସଲି ମାତୃ ସଂସ୍କୃତିକୁ ଜନ୍ମ...

ବୁଥ୍‌ ଖୋଜି ଖୋଜି ଭୋଟର ନୟାନ୍ତ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ୭ ବର୍ଷ ପରେ ପୌର ନିର୍ବାଚନ ହୋଇଛି। ଏହା ଭିତରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଭୋଟର ଓ ପରିସୀମା ମଧ୍ୟ ବଢ଼ିଛି। ଏଥିପାଇଁ...

ଆବାସ ଦୁର୍ନୀତି ନେଇ ପଞ୍ଚାୟତିରାଜ ସଚିବଙ୍କ ଚିଠି: ଯୋଗ୍ୟଙ୍କୁ ସାମିଲ କର, ଅଯୋଗ୍ୟଙ୍କୁ କାଟ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ରାଜ୍ୟର କେତେଗୁଡିଏ ଜିଲାରେ ବ୍ୟାପକ କ୍ଷତି ଘଟିଛି। କ୍ଷତିଗ୍ରସ୍ତ ଜିଲାର ଅନେକ ଲୋକଙ୍କ ଘର ଭାଙ୍ଗିବା ସହ ବହୁ ଗରିବଙ୍କୁ...

୩ ଦିନ ଶୀତ ଲହରି: ୪ରୁ ୫ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର,୧ା୨(ବ୍ୟୁରୋ): ପୁଣି ଶୀତ ଲେଉଟିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ଆସନ୍ତା ୩ ଦିନ ଯାଏ କେତେକ...

ବିଦ୍ୟାଳୟ ରୂପାନ୍ତରଣରେ ଅନିୟମିତତା

ଚଣ୍ଡିଖୋଲ,୨୪ା୬ (ଡିଏନଏ): ବଡଚଣା ବ୍ଲକରେ ୫-ଟି ଯୋଜନାରେ ହୋଇଥିବା ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଯୁବ କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି।...

ବିକଶିତ ହେବ ଅଣଆକାଂକ୍ଷା ଜିଲା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଅନୁନ୍ନତ ଜିଲାର ବିକାଶ ପାଇଁ ଆଂକାକ୍ଷା ଯେଜନାରେ କେନ୍ଦ୍ର ସରକାର ଓଡ଼ିଶାର ୧୦ଜିଲାକୁ ସାମିଲ କରିଥିଲେ। ଏବେ ଏବେ ଅଣଆକାଂକ୍ଷା ଜିଲାର ସ୍ବତନ୍ତ୍ର ବିକାଶ...

ପୌର ନିର୍ବାଚନ ପାଇଁ ଜମୁଛି ପ୍ରଚାର

କଟକ ଅଫିସ, ୧୨ା୩: ପୌର ନିର୍ବାଚନ ପାଇଁ ସରଗରମ ହୋଇଛି କଟକ ସହର। ଆସନ୍ତା ୨୪ ତାରିଖରେ ଭୋଟ ଗ୍ରହଣ। ହାତରେ ଆଉ ଅଳ୍ପଦିନ ବାକି...

Advertisement
Archives

Model This Week