Posted inଜାତୀୟ

ତେଜସ୍ବୀଙ୍କ ଇସ୍ତଫା ଦାବି ଉପରେ ଆସିଲା ରାବ୍ରି ଦେବୀଙ୍କ ବୟାନ, ସିଧା ସିଧା ପ୍ରଧାନମନ୍ତ୍ରୀଙ୍କୁ ପଚାରିଲେ ଏହି ପ୍ରଶ୍ନ

ପାଟନା,୧୦।୭: ସୋମବାର ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଭାଜପା ବିଧାୟକମାନେ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ଇସ୍ତଫା ଦାବି କରିଛନ୍ତି। ଜମି ବଦଳରେ ଚାକିରି ଦେବା ମାମଲାରେ ସିବିଆଇ ଏକ ଚାର୍ଜଶିଟ ଦାଖଲ କରିଛି ଯେଉଁଥିରେ ତେଜସ୍ବୀଙ୍କ ନାଁ ସାମିଲ ରହିଛି। ଏଭଳି ପରିସ୍ଥିତିରେ ଭାଜପା ବିଧାୟକମାନେ ଇସ୍ତଫା ଦାବିରେ ବହୁ ବିରୋଧ ପ୍ରଦର୍ଶନ କରିଥିଲେ। ବିଧାନସଭାରୁ ଆସିବା ପରେ ଏହା ଉପରେ ରାବ୍ରି ଦେବୀ କହିଛନ୍ତି, ବିରୋଧୀ ଦଳ ନିଶ୍ଚିତ ଭାବେ ଏହି ଦାବି କରିବେ। ସମାନ ମାମଲାକୁ ବାରମ୍ବାର ଚାର୍ଜ କରିବା ଠିକ୍‌ ନୁହେଁ।

ରାବ୍ରି ଦେବୀ କହିଛନ୍ତି, ଆମକୁ ବାଧ୍ୟ କରାଯାଉଛି। ଯିଏ ଭାଜପା ବିରୋଧରେ କହୁଛି ତାହା ଉପରେ ନରେନ୍ଦ୍ର ମୋଦି ଚାର୍ଜଶିଟ, କେସ, ମକଦ୍ଦମା, ସିବିଆଇ, ଇଡି ଲଗାଇଦେବେ। ଏହା ସେମାନଙ୍କର କାମ। କୌଣସି ବିକାଶ କାର୍ଯ୍ୟ କେବେ କରିନାହାନ୍ତି। ୧୫ ଲକ୍ଷ ଟଙ୍କା ଗରିବଙ୍କ ଖାତାକୁ ଯାଇନାହିଁ। ଗୋଟିଏ ବର୍ଷରେ ଦୁଇ କୋଟି ଚାକିରି ଦେବାର ଆଲୋଚନା ହୋଇଥିଲା, କିନ୍ତୁ ତାହା ମଧ୍ୟ ଶେଷ ହୋଇଗଲା। ସେମାନେ ଦେଶର ଟଙ୍କା ଲୁଟି ନେଇ ଦଳ ଏବଂ ସରକାର ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri