ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରାଧାନାଥ ଭଟ୍ଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରାଧାନାଥ ଭଟ୍ଟ। ସେ ଦୀର୍ଘ ଏକ ମାସରୁ ଅଧିକ ସମୟ ଧରି ଅସୁସ୍ଥ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ଚିକିତ୍ସା ଚାଲିଥିବା ବେଳେ ଶନିବାର ଅପରାହ୍ନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ରାଧାନାଥ ‘ବଳିଦାନ, ସ୍ବପ୍ନ ସାଗର’ ଭଳି ସୁପରହିଟ୍‌ ଚଳଚ୍ଚିତ୍ରରେ ପ୍ରଯୋଜନା ଭାର ସମ୍ଭାଳିଥିଲେ। ଆଜି ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଓଡ଼ିଆ ଚଳଚ୍ଚିତ୍ରଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗାପୁର ମାଷ୍ଟର ଟ୍ରାକ୍‌ ଆଣ୍ଡ୍‌ ଫିଲ୍ଡରେ ଦୁର୍ଗା ଚରଣ ମିଶ୍ର ଜିତିଲେ ୨ ସ୍ବର୍ଣ୍ଣ

ଭବାନୀପାଟଣା,୧୧।୭(ଡି.ଏନ୍‌.ଏ.): ସିଙ୍ଗାପୁରରେ ଆରମ୍ଭ ହୋଇଥିବା ମାଷ୍ଟର ଟ୍ରାକ୍‌ ଆଣ୍ଡ ଫିଲ୍ଡ ପ୍ରତିଯୋଗିତାରେ କଳାହଣ୍ଡି ଜିଲା ଭବାନୀପାଟଣା ସହରର ଦୁର୍ଗା ଚରଣ ମିଶ୍ର ଡିସ୍‌କସ୍‌ ଥ୍ରୋ ଓ...

ଭୁବନେଶ୍ୱର, ଗୋଆ, ନଭି ମୁମ୍ବାଇ ଭେନ୍ୟୁ

ଭୁବନେଶ୍ୱର, ୧୪।୪ (କ୍ରୀଡ଼ା ପ୍ରତିନିଧି): ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଆଉ ୬ ମାସରୁ କମ୍‌ ସମୟ ଥିବାବେଳେ ଏହା ଭୁବନେଶ୍ୱର, ଗୋଆ...

ଅକ୍ସିଜେନ୍‌, ଔଷଧ କଳାବଜାର ରୋକ

ଭୁବନେଶ୍ୱର,୨୦।୫(ବ୍ୟୁରୋ): କରୋନା ସଙ୍କଟ ମଧ୍ୟରେ ଆକ୍ରାନ୍ତଙ୍କ ଜୀବନ ରକ୍ଷା ପାଇଁ ଅତି ଜରୁରୀ ହୋଇଥିବା ମେଡିକାଲ ଅକ୍ସିଜେନ ଓ ଔଷଧ କଳାବଜାର ହେଉଛି। ଏନେଇ ରାଜ୍ୟ...

ପ୍ରହଲ୍ଲାଦ ମୀନା ହେଲେ ବୌଦ୍ଧ ଏସ୍‌ପି, ପ୍ରମୋଦ ରଥ ଦେବଗଡ଼ ଏସ୍‌ପି

ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଏବଂ ବରିଷ୍ଠ ଓପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି।...

କର୍ତ୍ତବ୍ୟରେ ଅବହେଳା: ୨ ଶିକ୍ଷକଙ୍କ ଦରମା ବନ୍ଦ ଲାଗି ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଆକ୍ସନ ମୁଡ୍‌ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରହିଆସୁଛନ୍ତି। କେତେବେଳେ ଅଚାନକ ସ୍କୁଲ ଗସ୍ତ...

ସୂର୍ଯ୍ୟମନ୍ଦିର ବୁଲି ଦେଖିଲେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ: କହିଲେ ‘ଆଇକନିକ୍‌ ସିଟି ତାଲିକାରେ ସାମିଲ ହେବ ପୁରୀ-କୋଣାର୍କ’

କୋଣାର୍କ,୨୪।୧(ଡି.ଏନ୍‌.ଏ.): କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ଶୁକ୍ରବାର କୋଣାର୍କ ମନ୍ଦିର ପରିଦର୍ଶନ କରିଛନ୍ତି। ଭୁବନେଶ୍ୱରରୁ ସିଧା କୋଣାର୍କ ଯାଇ ମନ୍ତ୍ରୀ ସୂର୍ଯ୍ୟମନ୍ଦିର ଦର୍ଶନ କରିଛନ୍ତି।...

ଅଭୟକାନ୍ତଙ୍କ ହଜାରେ କୋଟିର ଜାଲିଆତି ଗନ୍ଧ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଗିରଫ ହୋଇ ରିମାଣ୍ଡରେ ଆସିଥିବା ପାଠକ ବାପପୁଅଙ୍କୁ ଶୁକ୍ରବାର ଭିଜିଲାନ୍ସ ମାରାଥନ ଜେରା କରିଛି। ଜେରାବେଳେ...

ସମିଆଁ ପଞ୍ଚାୟତର ନାବାଳିକା ଅପହରଣ ଘଟଣା: ଅପହରଣକାରୀଙ୍କୁ ଗିରଫ ଦାବିରେ ଧାରଣା

ଛତିଆ,୪ା୬(ଡି.ଏନ.ଏ.)- ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ନାବାଳିକା ଅପହରଣ ଘଟଣାକୁ ଦୁଇ ମାସ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ପୋଲିସ ଅପହରଣକାରୀଙ୍କୁ ଗିରଫ କରିବାରେ ସଫଳ...

Advertisement
Archives

Model This Week