ଘର ବାହୁଡ଼ା ଖବରକୁ ଖଣ୍ଡନ କଲେ ରାଧାରାଣୀ; କହିଲେ ‘ଭାଜପାରେ ଅଛି, ଆଗକୁ ରହିବି’

ଝାରସୁଗୁଡା ଅଫିସ, ୧୪।୯: ଭାଜପାର ବରିଷ୍ଠ ନେତ୍ରୀ ତଥା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡିରେ ମିଶିବେ ବୋଲି ଚର୍ଚ୍ଚା ହେଉଥିବା ବେଳେ ସେ ଏହାକୁ ଖଣ୍ଡନ କରିଛନ୍ତି। ଭାଜପାରେ ଅଛି ଆଗକୁ ରହିବି ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ରାଧାରାଣୀ ବିଜେଡିକୁ ଫେରିବା ନେଇ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ସହିତ ଆଲୋଚନା କରିଛନ୍ତି। ଏହି କଥାବାର୍ତ୍ତା ବେଳେ ବିଜେଡି ପରିବାରକୁ ସେ ଫେରିବେ ବୋଲି କହିଛନ୍ତି। ବିଜୁ ପରିବାରକୁ ମ୍ୟାଡମଙ୍କୁ ସ୍ବାଗତମ୍‌ ବୋଲି ଏକ ଖବର ମଙ୍ଗଳବାର ସାମାଜିକ ଗଣମାଧ୍ୟମରେ ଜୋରଦାର୍‌ ଭାଇରାଲ ହେବାରେ ଲାଗିଛି।ଏହା ହ୍ବାଟ୍ସଆପ୍‌ ଓ ଫେସ୍‌ବୁକରେ ଘୁରି ବୁଲୁଛି। ଏନେଇ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା ହେଉଥିବା ବେଳେ ରାଧାରାଣୀ ଏହାକୁ ମିଥ୍ୟା ବୋଲି ଅଭିହିତ କରିଛନ୍ତି। ସେ କୌଣସି ମନ୍ତ୍ରୀ ଓ ନେତାଙ୍କ ସହିତ ଆଲୋଚନା କରି ନାହାନ୍ତି। ତେବେ ତାଙ୍କ ବିରୋଧରେ ଏହା ଏକ ଚକ୍ରାନ୍ତ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଅଭିଯୋଗ ସମାଧାନ ବ୍ୟବସ୍ଥା ସୁଦୃଢ଼ ହୋଇଛି’

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ପ୍ରଶାସନିକ ବ୍ୟବସ୍ଥାରେ ସୁଧାର ଆଣିବା ଲାଗି ଭାରତ ସରକାରଙ୍କ ସ୍ତରରେ ଅଣାଯାଇଥିବା ପରିବର୍ତ୍ତନ ରାଜ୍ୟ ଓ ଜିଲାସ୍ତରରେ ପ୍ରତିଫଳିତ ହେବା ଦରକାର। ଏକ...

କୁଆଖାଇ ନଦୀବନ୍ଧ ସଂଲଗ୍ନ ରାସ୍ତା ଜବରଦଖଲକୁ ବିରୋଧ: ହାଇକୋର୍ଟରେ ଜନସ୍ବାର୍ଥ ମାମଲ

କଟକ ଅଫିସ, ୨୧ା୯: କୁଆଖାଇ ନଦୀବନ୍ଧ ସଂଲଗ୍ନ ମଞ୍ଚେଶ୍ୱରଠାରୁ କାନପୁର ରାସ୍ତାର ଦକ୍ଷିଣ ପାର୍ଶ୍ୱକୁ ବେଆଇନ ଭାବେ ଜବରଦଖଲ କରାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର...

ବିଭିନ୍ନ ବିଦ୍ୟାଳୟର ପରୀକ୍ଷା ଫଳ

ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୮ ବିଦ୍ୟାଳୟର ମୋଟ ୧୮୬ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଜଣ ଏ୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି।...

ନକଲି ଡାକ୍ତରଙ୍କ ଭଉଣୀ ଅଟକ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର...

୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ୨ ଗିରଫ

ଗୁଣପୁର, ୨୭।୫(ଡି.ଏନ୍‌.ଏ.): ରାୟଗଡା ଜିଲା ଗୁଣପୁରରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ କରାଯାଇଛି l ଏହି ଘଟଣାରେ...

ମଡେଲିଂରୁ ଅଭିନୟ : ଯୁବପ୍ରତିଭା ସୌମ୍ୟରଞ୍ଜନ

ବାରିପଦା ଅଫିସ,୨୬।୫- ପାଠପଢ଼ା ସହିତ ଜଣେ ସଫଳ ଅଭିନେତା ହେବାକୁ ପିଲାଦିନୁ ସେ ସ୍ବପ୍ନ ଦେଖିଥିଲେ। ଏହି ସ୍ବପ୍ନକୁ ସାକାର କରିବା ଲାଗି ସେ ନିରନ୍ତର...

କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ବାଲୁଗଁା,୪ା୬(ଡି.ଏନ.ଏ.): ହିନ୍ଦୁ ଧର୍ମରେ ସ୍ବାମୀର ଆରୋଗ୍ୟ କାମନା କରି ମହିଳାମାନେ ସାବିତ୍ରୀ ବ୍ରତ ପାଳନ କରିବା ପରମ୍ପରା ରହିଛି । ତେବେ ବାଲୁଗାଁସ୍ଥିତ ତୃତୀୟ ଲିଙ୍ଗ...

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ୩ ଅଭିଯୁକ୍ତ ଫେରାର୍‌

ସୁନ୍ଦରଗଡ଼/ବାଲିଶଙ୍କରା, ୨୬।୪(ଡି.ଏନ୍‌.ଏ)-ସୁନ୍ଦରଗଡ଼ ଜିଲା ତଳସରା ଥାନା ବନଡେଗା ଫାଣ୍ଡି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଗୁରୁବାର ଏନେଇ ବନଡ଼େଗା ଫାଣ୍ଡିରେ...

Advertisement
Archives

Model This Week