ଏକଦା କପୁର ପରିବାରର ଏହି ଅଭିନେତାଙ୍କ ପ୍ରେମରେ ଉବୁଟୁବୁ ହେଉଥିଲେ ରାଧିକା, ହେଲେ ବିଦେଶୀ ପ୍ରେମିକଙ୍କ…

ବମ୍ବେ: ବଲିଉଡ୍‌ ଫିଲ୍ମଜଗତର ପ୍ରତିଭାବାନ ଅଭିନେତ୍ରୀଙ୍କ ମଧ୍ୟରୁ ରାଧିକା ଆପ୍ତେ ଜଣେ। ଅଭିନୟରେ ତାଙ୍କର ନିଖୁଣତା ସ୍ପଷ୍ଟ ବାରି ହୋଇ ପଡେ। ନିଜ ଚରିତ୍ର ମଧ୍ୟରେ ସେ ନିଜକୁ ହଜାଇଦେବା ପରି ମନେ ହୁଏ। କର୍ମଜୀବନରେ ବାହାବା ସାଉଁଟିବାକୁ ଚାହୁଁଥିବା ରାଧିକା କିନ୍ତୁ ବ୍ୟକ୍ତିଗତ ଜୀବନକୁ ରଖିଥାନ୍ତି ଗୋପନରେ। ସେ ପ୍ରେମ ହେଉ ଅବା ବିବାହ ସବୁକିଛି ସେ ଲୁଚିଛପି କରିଛନ୍ତି।

ବିଦେଶୀ ପ୍ରେମିକଙ୍କ ହାତ ଧରିଥିବା ରାଧିକା ଏକଦା ତୁଷାର କପୁରଙ୍କ ପ୍ରେମରେ ଉବୁଟୁବୁ ହେଉଥିଲେ। କଥାଟି ୨୦୧୧ର। ସେତେବେଳେ ଉଭୟଙ୍କ ଫିଲ୍ମ ‘ଶୋର ଇନ୍‌ ଦ ସିଟି’ ରିଲିଜ ହୋଇଥିଲା। ଫିଲ୍ମରେ ମୁଖ୍ୟ ଭୂମିକାରେ ଥିଲେ ତୁଷାର। ଫିଲ୍ମ ଶୁଟିଂ ବେଳେ ଉଭୟ ନିକଟତର ହୋଇଥିଲେ। ପ୍ରଥମେ ବନ୍ଧୁରୁ ସେମାନେ ଡେଟ୍‌ କରିବା ଆରମ୍ଭ କରିଦେଇଥିଲେ। ହେଲେ ଏହା ଦୀର୍ଘଦିନ ଚାଲି ନ ଥିଲା। ଉଭୟ ସମ୍ପର୍କ ତୁଟାଇ ଆଗକୁ ବଢ଼ିଥିଲେ।

୨୦୧୨ରେ ରାଧିକାଙ୍କ ଜୀବନରେ ବିଦେଶୀ ପ୍ରେମିକ ବେନ୍‌ଡିକ୍ଟ ଟେଲରଙ୍କ ଏଣ୍ଟ୍ରି ହୋଇଥିଲା। ସେ ଲଣ୍ଡନର ଜଣେ ମ୍ୟୁଜିସିଆନ୍‌ ଥିଲେ। ଉଭୟ ପରସ୍ପରକୁ ୨୦୧୧ରେ ଭେଟିଥିଲେ ହେଁ ପରେ ସେମାନେ ଲିଭ୍‌ ଇନ୍‌ରେ ରହିଥିଲେ। ଏହାର ଏକ ବର୍ଷ ପରେ ୨୦୧୨ରେ ଉଭୟ ଲୁଚାଛପାରେ କୋର୍ଟରେ ବିବାହ କରିଥିଲେ। ହେଲେ ୨୦୧୩ରେ ସେମାନେ ଆଧିକାରୀକ ଭାବେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri