‘ଫିଲ୍ମ ‘ବିକ୍ରମ ଭେଧା’ରେ ଏକ ବଡ ଭୂମିକା ଚାହୁଁଥିଲି’

ମୁମ୍ବାଇ: ଅଭିନେତ୍ରୀ ରାଧିକା ଆପ୍‌ତେ ଫିଲ୍ମ ‘ବିକ୍ରମ ଭେଧା’ରେ ନଜର ଆସିଛନ୍ତି। ସେ ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କ ସ୍ତ୍ରୀ ଭୂମିକାରେ ଅଭିନୟ କରିଛନ୍ତି। କାହାଣୀରେ ରାଧିକାଙ୍କର ଏକ ଛୋଟ ଅଂଶ ଥିଲା। ଯାହାକୁ ସେ ଭଲ ଭାବେ ଲିଭାଇଥିଲେ। ନିକଟରେ ଏକ ସାକ୍ଷାତକାରରେ ତାଙ୍କର ଏହି ଛୋଟ ଭୂମିକା ସତ୍ତ୍ୱେ ସେ ଫିଲ୍ମ କାହିଁକି କରିଛନ୍ତି ବୋଲି ପଚରାଯାଇଲା। ଏହାର ଉତ୍ତରରେ ରାଧିକା କହିଛନ୍ତି, ମୁଁ ନିର୍ଦ୍ଦେଶକ ପୁଷ୍କର ଏବଂ ଗାୟତ୍ରୀଙ୍କ ସହ କାମ କରିବାକୁ ଚାହୁଁଥିବାରୁ ମୁଁ ଏହି ଫିଲ୍ମ କରିଥିଲି। ବାସ୍ତବରେ, ସାମଗ୍ରିକ ଅଭିଜ୍ଞତା ମୋ ପାଇଁ ଅଧିକ ଗୁରୁତ୍ୱପୂର୍ଣ୍ଣ। ମୁଁ ଅନେକ ଚଳଚ୍ଚିତ୍ରକୁ ପ୍ରତ୍ୟାଖ୍ୟାନ କରିଛି,ଯେଉଁଥିରେ ମୋର ବଡ ଭୂମିକା ଥାଏ ହେଲେ ସ୍କ୍ରିପ୍ଟ ମୋତେ ପସନ୍ଦ ହୁଏ ନାହିଁ। ହେଲେ ଏଇଟା ସତ ଯେ, ‘ବିକ୍ରମ ଭେଧା’ ଫିଲ୍ମରେ ବଡ ଭୂମିକାରେ ଅଭିନୟ କରିବାକୁ ମୁଁ ଚାହୁଁଥିଲି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri