ରେଡିଓ ଏଫଏମ ସର୍ବୋଦୟ ଲୋକାର୍ପଣ

ଅନୁଗୋଳ ଅଫିସ,୨୪।୧(ମାନସ ବିଶ୍ୱାଳ): ଅନୁଗୋଳ ସହର ସ୍ଥିତ ବାଜି ରାଉତ ଛାତ୍ରାବାସ ପରିସରରେ ଉତ୍କଳ ଗାନ୍ଧୀ ସ୍ମାରକ ନିଧି ପକ୍ଷରୁ ରେଡିଓ ସର୍ବୋଦୟ (୮୯.୬ ଏମ) ନାମରେ ଏକ ଗୋଷ୍ଠୀ ବେତାର କେନ୍ଦ୍ର ଶୁକ୍ରବାର ଲୋକାର୍ପିତ ହୋଇଛି। ଏହି ରେଡିଓ ଷ୍ଟେଶନକୁ ଦେଶର ବିଶିଷ୍ଟ ଗାନ୍ଧୀବାଦୀ ତଥା ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ ରାନ୍ଧୀ ସ୍ମାରକ ନିମ୍ନର ଅଧ୍ୟକ୍ଷ ରାମଚନ୍ଦ୍ର ସାହା ଲୋକର୍ପଣ କରିଛନ୍ତି।
ଏହି ରେଡିଓରେ ସାହିତ୍ୟ, ସଂସ୍କୃତି, କଳା, ବିଜ୍ଞାନ, ଲୋକକଥା, ଶିକ୍ଷା, କୃଷି, କ୍ରୀଡ଼ା, ଆଇନ, ପରିବେଶ, ଗାନ୍ଧୀ ଦର୍ଶନ, ଦେଶପ୍ରେମ ତଥା ମନୋରଞ୍ଜନକୁ ପ୍ରାଧାନ୍ୟ ଦିଆଯିବ। ୧୫ କିଲୋ ମିଟର ପର୍ଯନ୍ତ ପ୍ରସାରଣ କରାଯିବ। ଜିଲା ବଅଁରପାଳ ଛେଣିପଦା, କଣିହାଁ, କିଶୋରନଗର ବ୍ଲନ ତଥା ତାଳଚେର ଓ ଅନୁଗୋଳ ମ୍ୟୁନିସିପାଲିଟି, ଢେଙ୍କାନାଳ ଜିଲାର ଓହାପଡ଼ା, ବିନ୍ଦୋଳ ତଥା କଟକ ଭିଲାର ନରସିଂହପୁର ବ୍ଲକ ଅଞ୍ଚଳରେ ଏହାର ପ୍ରସାରଣ କରାଯିବ।
ଲୋକାର୍ପଣ ଉତ୍ସବରେ ଗାନ୍ଧୀ ଶାତି ପ୍ରତିଷ୍ଠାନର ରାଜ୍ୟ ସଭାପତି ଜଷ୍ଟିସ ମନୋରଞ୍ଜନ ମହାନ୍ତି , ଅତିରିକ୍ତ ଜିଲାପାଳ ପ୍ରଚାପ ପ୍ରୀତିମୟ, ଦିଲ୍ଲୀ ବିଶ୍ବବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ମନୋରଞ୍ଜନ ମହାନ୍ତି, କବି ଶୈଳଜ ରବି, ରଙ୍ଗବତୀର ଗାୟକ ପଦ୍ମଶ୍ରୀ ଚିତେନ୍ଦ୍ର ହରିପାଲ ପ୍ରମୁଖ ଯୋଗଦାନ କରି ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ

ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…

ଭିତରକନିକାରେ ବଢ଼ିଲେ ଦେଶୀୟ ପକ୍ଷୀ

ରାଜନଗର, ୧୧।୮ (ଭାସ୍କର ରାଉତରାୟ): ମୌସୁମୀର ଆଗମନରେ ଚଳିତ ବର୍ଷ ଜୁଲାଇ ମାସଠାରୁ ସେପ୍ଟେମ୍ବର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଦେଶୀୟ ପକ୍ଷୀଙ୍କ ସମାଗମରେ ପକ୍ଷୀବିହାର ଭିତରକନିକାର ଶୋଭା…

ଧର୍ମଘଟ: କେନ୍ଦୁଝରରେ ବ୍ୟାଙ୍କିଙ୍ଗ୍‌ ସେବା ପ୍ରଭାବିତ

କେନ୍ଦୁଝର,୧୧।୯(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ସ ଆହ୍ବାନରେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ କରାଯାଇଛି। କେନ୍ଦୁଝର ଜିଲାରେ ମଧ୍ୟ ଏହାର ପ୍ରଭାବ…

ବର୍ଷାଜଳରେ ବେହାଲ ବ୍ଲକ କାର୍ଯ୍ୟାଳୟ

ତୁମୁଡ଼ିବନ୍ଧ, ୧୧।୯ (ଦୀପକ କୁମାର ପରାସେଠ): ବର୍ଷାଜଳରେ ବେହାଲ ହୋଇପଡ଼ିଛି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏଭଳି ଦୃଶ୍ୟ…

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ…

ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍‌ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…

ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?