Posted inଜାତୀୟ

ରାଏବରେଲି, ଆମେଠିକୁ ନେଇ କଂଗ୍ରେସର ସସପେନ୍ସ କହୁଛି ଅନେକ କଥା

ନୂଆଦିଲ୍ଲୀ,୨।୫: ଉତ୍ତରପ୍ରଦେଶର ଆମେଠି ଏବଂ ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟାକୁ ମାତ୍ର ଦୁଇ ଦିନ ବାକି ଅଛି, କିନ୍ତୁ ଏହି ଦୁଇଟି ଆସନରେ କଂଗ୍ରେସ ପ୍ରାର୍ଥୀଙ୍କ ସମ୍ପର୍କରେ ସସପେନ୍ସ ଜାରି ରହିଛି। ଏହି ପରିବାରର ସଦସ୍ୟମାନେ ଦୀର୍ଘ ଦଶନ୍ଧି ଧରି ଏହି ଆସନଗୁଡିକର ପ୍ରତିନିଧିତ୍ୱ କରିଥିବାରୁ ଆମେଠି ଏବଂ ରାଏବରେଲି ଗାନ୍ଧୀ-ନେହେରୁ ପରିବାରର ପାରମ୍ପାରିକ ଗଡ଼ ଭାବରେ ପରିଗଣିତ ହୋଇଥିଲେ। ତେବେ ଏଥର କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନିର୍ବାଚନ ଲଢିବେ ନା ନାହିଁ। ଏହାର ନିଷ୍ପତ୍ତି ଏପର୍ଯ୍ୟନ୍ତ କଂଗ୍ରେସରେ ନିଆଯାଇ ନାହିଁ।
ସୂତ୍ରରୁ ପ୍ରକାଶ ଯେ ରାହୁଲ ଗାନ୍ଧୀ ରାଏବରେଲିରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ସମ୍ଭାବନା ରହିଛି, କିନ୍ତୁ ଗାନ୍ଧୀ ପରିବାର ଏପର୍ଯ୍ୟନ୍ତ ଏ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେଇ ନାହାଁନ୍ତି। ଏହି ସନ୍ଦେହର କାରଣ ଦର୍ଶାଇ ସୂତ୍ରରୁ ପ୍ରକାଶ ଯେ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ରାଏବରେଲି ଆସନରୁ ନିର୍ବାଚନ ଲଢିବାକୁ ଇଚ୍ଛୁକ, କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ନେତୃତ୍ୱ ବିରୋଧରେ ରାଜବଂଶ ରାଜନୀତି ପ୍ରସଙ୍ଗ ଉଠାଇ ଥିବାରୁ ଏହାକୁ ଦୃଷ୍ଟିରେ ରଖି ରାହୁଲ ଗାନ୍ଧୀ ଏହା ସପକ୍ଷରେ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri