ଶତ୍ରୁଙ୍କୁ ମୁହଁତୋଡ଼ ଜବାବ ଦେବା ପାଇଁ ଭାରତ ଅଭିମୂଖେ ରାଫାଲ

ପ୍ୟାରିସ,୨୭।୭: ବହୁ ଦିନ ଅପେକ୍ଷାର ଅନ୍ତ ଘଟିଛି। ଶତ୍ରୁଙ୍କୁ ମୁହଁତୋଡ଼ ଜବାବ ଦେବା ପାଇଁ ଭାରତୀୟ ବାୟୁସେନାରେ ଖୁବଶୀଘ୍ର ସାମିଲ ହେବାକୁ ଯାଉଛି ରାଫାଲ ଯୁଦ୍ଧ ବିମାନ। ଏଥିପାଇଁ ଫ୍ରାନ୍ସରୁ ସୋମବାର ୫ଟି ରାଫାଲ ଯୁଦ୍ଧ ବିମାନ ଭାରତ ଅଭିମୁଖେ ଉଡାଣ ଭରିଛି। ୭ଜଣ ଭାରତୀୟ ପାଇଲଟ ଏହି ୫ଟି ଯୁଦ୍ଧ ବିମାନକୁ ଆଣୁଥିବା ଜଣାପଡ଼ିଛି। ଜୁଲାଇ ୨୮ରେ ଏହି ଯୁଦ୍ଧ ବିମାନଗୁଡ଼ିକୁ ୟୁଏଇ ଅଲ୍‌ ଡାଫରା ବିମାନ ବନ୍ଦରରେ ଅବତରଣ କରାଯିବ। ସେଠାରେ ବିମାନର ଯାଞ୍ଚ କରାଯିବା ସହ ଇନ୍ଧନ ଭର୍ତ୍ତି କରାଯିବ। ଏହାପରେ ୫ଟି ରାଫାଲ ବିମାନ ଜୁଲାଇ ୨୯ ଅର୍ଥାତ୍‌ ବୁଧବାର ସକାଳେ ଭାରତରେ ପହଞ୍ଚିବ। ରାଫାଲକୁ ପଞ୍ଜାବର ଅମ୍ବାଲା ଏୟାରବେସ୍‌ରେ ମୁତୟନ କରାଯିବ। ସୂଚନାଯୋଗ୍ୟ, ଫ୍ରାନ୍ସରୁ ୩୬ଟି ରାଫାଲ ବିମାନ କିଣିବା ପାଇଁ ଭାରତ ଏକ ଚୁକ୍ତି କରିଥିଲା। ସେଥିମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୫ଟି ବିମାନ ବିତରଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri