ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରଘୁପତି ମହାନ୍ତି, କହିଲେ ବିଜେଡିରେ ମୋର…

ବଡ଼ମ୍ବା,୧ା୧୨: ଜଣେ ପରେ ଜଣେ ନେତା ବିଜେଡି ଛାଡୁଛନ୍ତି। ଏବେ କଟକ ଜିଲା ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ମଧ୍ୟ ଦଳ ଛାଡ଼ିଛନ୍ତି। ସେ ବିଜେଡିରୁ ଇସ୍ତଫା ଦେଇଥିବାବେଳେ ତାଙ୍କ ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି।

ଏଥିରେ ସେ ଲେଖିଛନ୍ତି, ଗତ ବହୁ ବର୍ଷ ଧରି ଜଣେ ସଭ୍ୟ ଭାବରେ ମୋ’ ଅଞ୍ଚଳର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଅଛନ୍ତି। ଦଳ ଦେଇଥିବା ସମସ୍ତ ଦାୟିତ୍ୱ ଅତ୍ୟନ୍ତ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତାର ସହିତ ତୁଲାଇଛି। ବିଭିନ୍ନ ରାଜନୈତିକ ଏବଂ ସାଂଗଠନିକ କାର୍ଯ୍ୟ ବୃଦ୍ଧି କରିବାରେ ଦଳରେ ମୋ’ ସେବାର ଆବଶ୍ୟକତା ନ ଥିବା ଉପଲବ୍ଧି କଲି। ଯେଉଁଥିପାଇଁ ମୁଁ ଦଳ ଛାଡୁଛି। ତେଣୁ ଆଗକୁ ବଢ଼ିବା ପାଇଁ ସ୍ଥିର କଲି। ଲୋକଙ୍କର ସେବା ଏବଂ ମୋ ଅଞ୍ଚଳର ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି। ମୋର ଇସ୍ତଫାପତ୍ରକୁ ଦଳ ଗ୍ରହଣ କରିନେବାକୁ ଅନୁରୋଧ କରୁଛି ବୋଲି ସେ ଲେଖିଛନ୍ତି।

ଜଣେ ବ୍ଲକ ଅଧ୍ୟକ୍ଷ ହୋଇ ଦଳ ଛାଡ଼ିବା ବିଜେଡି ପାଇଁ ଏକ ଝଟ୍‌କା। ଏହା ପରେ ଆଉ କିଛି ନେତା ମଧ୍ୟ ଦଳ ଛାଡ଼ିବେ ବୋଲି ରାଜନୈତିକ ମହଲରେ ଖୁବ୍‌ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା…

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?