Posted inଜାତୀୟ

‘କୌଣସି ଦଳକୁ ସମର୍ଥନ ଦେବୁ ନାହିଁ’; ଘୋଷଣା କରି ଭାଜପାକୁ ବଡ଼ ଝଟ୍‌କା ଦେଲେ…

ଲକ୍ଷ୍ନୌ,୧୪।୫: ଉତ୍ତରପ୍ରଦେଶ ଜନସତ୍ତା ଦଳ(ଗଣତାନ୍ତ୍ରିକ) ମୁଖ୍ୟ ରାଜା ଭୈୟା ଲୋକ ସଭା ନିର୍ବାଚନରେ କୌଣସି ଦଳକୁ ସମର୍ଥନ ଦେବେ ନାହିଁ ବୋଲି ଘୋଷଣା କରିଛନ୍ତି। ନିଜର ବିବେକ ଏବଂ ପସନ୍ଦ ଅନୁଯାୟୀ ଭୋଟ୍‌ ଦେବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ତେବେ ଏହି ଘୋଷଣା ପୂର୍ବରୁ କୌଶମ୍ବୀରୁ ଭାଜପା ପ୍ରାର୍ଥୀ ବିନୋଦ ସୋନକର ଏବଂ କେନ୍ଦ୍ର ମନ୍ତ୍ରୀ ସଞ୍ଜୀବ ବାଲିଆନ ବେଣ୍ଟିରେ କୁଣ୍ଡାକୋଟିରେ ପହଞ୍ଚି ରଘୁରାଜ ପ୍ରତାପ ସିଂ ଓରଫ ରାଜା ଭୈୟାଙ୍କୁ ଭେଟିଥିଲେ।

ରାଜା ଭୈୟା ଏବଂ ଭାଜପା ନେତାଙ୍କ ଭେଟର ଫଟୋ ସାମ୍ନାକୁ ଆସିବା ପରେ ରାଜନୈତିକ ସମୀକରଣ ବଦଳିବା ଦେଇ ଚର୍ଚ୍ଚା ଆରମ୍ଭ ହୋଇଥିଲା। ହେଲେ ବୈଠକ ପରେ ଏଭଳି ଘୋଷଣା ଭାଜପାକୁ ବଡ଼ ଝଟ୍‌କା ଭଳି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି…

ଆମ ବିଦ୍ୟାଳୟ

ଗ୍ରାଗ୍ରାମୀଣ ଭାରତର ଅନେକ ଅଞ୍ଚଳ ଏପର୍ଯ୍ୟନ୍ତ ଶିକ୍ଷାର ଆଲୋକରୁ ବଞ୍ଚିତ। ବିଶେଷ କରି ନିପଟ ମଫସଲ ଗାଁମାନେ, ଯେଉଁଠି ସହରି ଚାଲି ଚଳନ ସମ୍ପୂର୍ଣ୍ଣ ଭାବେ ପହଞ୍ଚିନାହିଁ,…

ପଶ୍ଚିମବଙ୍ଗର ନୂଆ ଅଧିକାରୀ

ପଶ୍ଚିମବଙ୍ଗ ରାଜନୈତିକ ଇତିହାସରେ ୯ ମେ’ ୨୦୨୬ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ସେଠାରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା…

ଉଜୁଡ଼ା ବଣ ଓ ଅସୁରକ୍ଷିତ ପ୍ରାଣୀ

ପ୍ରାକୃତିକ ପରିସଂସ୍ଥାକୁ ପରିପୁଷ୍ଟ, ପ୍ରାଣବନ୍ତ ଓ ପ୍ରଭାବଶାଳୀ କରିବା ଦିଗରେ ବନ୍ୟପ୍ରାଣୀଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ବିଶ୍ବଖାଦ୍ୟ ଓ ଜଳ ନିରାପତ୍ତା ଏବଂ ଜୈବବିବିଧତାର ପ୍ରାଚୁର୍ଯ୍ୟକୁ ଋଦ୍ଧିମନ୍ତ…

ନିଷ୍ପତ୍ତି ନେବେ ହାଇକମାଣ୍ଡ

ଥିରୁଭାନନ୍ତପୁରମ୍‌,୧୦ା୫: କେରଳ ବିଧାନସଭା ନିର୍ବାଚନରେ କଂଗ୍ରେସ ନେତୃତ୍ୱାଧୀନ ୟୁଡିଏଫ୍‌ ସଂଖ୍ୟାଗରିଷ୍ଠତା ହାସଲ କରିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରିନାହିଁ। ନେତା ଚୟନ…

ହାନ୍ତା ଭାଇରସ୍‌: ଅଙ୍ଗପ୍ରତ୍ୟଙ୍ଗକୁ ଶୀଘ୍ର ଅକାମୀ କରିଦିଏ

ନୂଆଦିଲ୍ଲୀ, ୧୦ା୫:‘ଏମ୍‌ଭି ହୋଣ୍ଡିଅସ୍‌’ ନାମକ ଏକ ବିଳାସପୂର୍ଣ୍ଣ ପର୍ଯ୍ୟଟନ ଜାହାଜରେ ହାନ୍ତା ଭାଇରସ୍‌ ସଂକ୍ରମଣର ଖବର ସାରା ବିଶ୍ୱରେ ଚିନ୍ତା ବଢ଼ାଇଛି। ଡାକ୍ତରମାନଙ୍କ କହିବା ଅନୁଯାୟୀ, ଏହି…

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ TVK ମୁଖ୍ୟ ବିଜୟ ଥାଲାପତି, ଯୋଗଦେବେ ରାହୁଲ ଗାନ୍ଧୀ

ଚେନ୍ନାଇ,୧୦।୫: ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟ ରବିବାର ସକାଳ ୧୦ଟାରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଲୋକ ସଭାରେ ବିରୋଧୀ ଦଳ…

୩ ଦିନିଆ ଅସ୍ତ୍ରବିରତି ପାଇଁ ରୁଷିଆ, ୟୁକ୍ରେନ୍‌ ରାଜି: ଟ୍ରମ୍ପ୍‌

ଓ୍ବାଶିଂଟନ,୧୦ା୫(ପି.ଟି.):ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ୩ ଦିନ ଅସ୍ତ୍ରବିରତି ଏବଂ ବନ୍ଦୀ ବିନିମୟ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଇଥିବା ପ୍ରସ୍ତାବରେ ରୁଷିଆ ଓ ୟୁକ୍ରେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri