Posted inଖେଳ

ପୁଣି ବାପା ହେଲେ ରାହାଣେ

ମୁମ୍ବାଇ,୫।୧୦: ଭାରତୀୟ କ୍ରିକେଟ ଦଳର ଖେଳାଳି ଅଜିଙ୍କେ ରାହାଣେଙ୍କ ସ୍ତ୍ରୀ ରାଧିକା ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ରାହାଣେ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କୁ ଏହି ଖୁସି ଖବର ଦେଇଛନ୍ତି। ରାହାନେ କହିଛନ୍ତି, ରାଧିକା ଏବଂ ତାଙ୍କ ପୁଅ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ସମସ୍ତ ଆଶୀର୍ବାଦ ପାଇଁ ସେ ତାଙ୍କ ପ୍ରଶଂସକଙ୍କୁ ଧନ୍ୟବାଦ ଦେଇଛନ୍ତି। ପୁଅ ଜନ୍ମ ପରେ ରାହାଣେ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ପାଇଁ ଏକ ସ୍ବତନ୍ତ୍ର ଚିଠି ମଧ୍ୟ ଶେୟାର କରିଥିଲେ।
ଉଲ୍ଲେଖନୀୟ କଥା ହେଉଛି, ଅଜିଙ୍କେ ରାହାଣେ ସେପ୍ଟେମ୍ବର ୨୦୧୪ରେ ରାଧିକା ଧୋପାଭକରଙ୍କୁ ବିବାହ କରିଥିଲେ। ମରାଠୀ ରୀତିନୀତି ଅନୁଯାୟୀ ଉଭୟଙ୍କ ବିବାହ ସମାପ୍ତ ହୋଇଥିଲା। ରାହାଣେ ଏବଂ ରାଧିକା ପିଲାଦିନର ବନ୍ଧୁ ଅଟନ୍ତି। ୨୦୧୯ରେ ରାଧିକା ଏକ ଝିଅ ଜନ୍ମ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri