ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି।

ବୈଦିକ ଜ୍ୟୋତିଷରେ ରାହୁଙ୍କୁ ଏକ ଛାୟା ଗ୍ରହ ଭାବେ ବିବେଚନା କରାଯାଏ ଏବଂ ଏହା ସର୍ୱଦା ଓଲଟା ଚଳନ (ବକ୍ରୀ ଗତି) କରିଥାଏ। ରାହୁ ଗୋଟିଏ ରାଶିରେ ପ୍ରାୟ ୧୮ ମାସ ପର୍ଯ୍ୟନ୍ତ ରହନ୍ତି ଏବଂ ୨୦୨୬ ବର୍ଷର ଶେଷ ଭାଗ ଅର୍ଥାତ ଡିସେମ୍ୱରରେ ରାଶି ପରିବର୍ତ୍ତନ କରିବେ। ୫ ଡିସେମ୍ୱରରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ପ୍ରବେଶ କରିବେ। ବର୍ଷ ଶେଷରେ ରାହୁଙ୍କ ଏହି ରାଶି ପରିବର୍ତ୍ତନ କାରଣରୁ କିଛି ରାଶିର ଲୋକଙ୍କୁ ବିଶେଷ ଲାଭ ମିଳିବାର ସମ୍ଭାବନା ରହିଛି। ଆସନ୍ତୁ ଜାଣିବା ରାହୁଙ୍କ ଏହି ଗୋଚର ଦ୍ୱାରା କେଉଁ ରାଶିଗୁଡ଼ିକ ସବୁଠାରୁ ଅଧିକ ଲାଭବାନ ହେବେ।

ସିଂହ ରାଶି ଉପରେ ରାହୁ ଗୋଚରର ପ୍ରଭାବ

* ଡିସେମ୍ୱରରେ ରାହୁଙ୍କ ରାଶି ପରିବର୍ତ୍ତନ ଯୋଗୁଁ ସିଂହ ରାଶିର ବ୍ୟକ୍ତିମାନଙ୍କ ଜୀବନରେ ଏକ ସୁଖଦ ପରିବର୍ତ୍ତନ ଆସିବ।
* ଆପଣ ନିଜ ପରିଶ୍ରମର ପୂର୍ଣ୍ଣ ଫଳ ପାଇବେ।
* କାର୍ଯ୍ୟକ୍ଷେତ୍ର ବା ବ୍ୟବସାୟ ସମ୍ପର୍କରେ ଆପଣଙ୍କୁ ବିଦେଶ ଯାତ୍ରା କରିବାର ସୁଯୋଗ ମିଳିପାରେ।
* ଆର୍ଥିକ କ୍ଷେତ୍ରରେ ଆପଣଙ୍କୁ ହଠାତ ଲାଭ ମିଳିବ।

ବିଛା ରାଶି ଉପରେ ପ୍ରଭାବ

* ବର୍ଷ ଶେଷରେ ରାହୁଙ୍କ ଏହି ଗୋଚର ବିଛା ରାଶିର ବ୍ୟକ୍ତିମାନଙ୍କ ପାଇଁ ଆଶ୍ୱସ୍ତି ନେଇ ଆସିପାରେ।
* ଆପଣଙ୍କର ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ଦ୍ରୁତ ଗତିରେ ଆଗକୁ ବଢ଼ିବ।
* ଆପଣଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖିବାକୁ ମିଳିବ।
* ଚାକିରି ଏବଂ ବ୍ୟବସାୟ ସମ୍ୱନ୍ଧୀୟ କ୍ଷେତ୍ରରେ ଆପଣଙ୍କୁ ସଫଳତା ମିଳିପାରେ।
* ତରବରିଆ ଭାବେ ନିବେଶ କରିବାରୁ ନିବୃତ୍ତ ରୁହନ୍ତୁ।

ମୀନ ରାଶି ଉପରେ ରାହୁ ଗୋଚରର ପ୍ରଭାବ

* ମୀନ ରାଶିର ବ୍ୟକ୍ତିମାନଙ୍କ ପାଇଁ ରାହୁଙ୍କ ଗୋଚର ବହୁତ ଖାସ ରହିବ।
* ଏହି ସମୟ ମଧ୍ୟରେ ଆପଣଙ୍କୁ ମାନସିକ ଚାପ ଏବଂ ସମସ୍ୟାରୁ ମୁକ୍ତି ମିଳିବ।
* ଦୀର୍ଘ ଦିନ ଧରି ଆପଣଙ୍କୁ ଭଲ ଲାଭ ହେଉଥିବାର ଦେଖାଯିବ।
* ହଠାତ ଧନ ପ୍ରାପ୍ତିର ଉତ୍ତମ ଯୋଗ ସୃଷ୍ଟି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

UPI Payment: ଭୁଲ ନମ୍ୱରକୁ କରିଦେଇଛନ୍ତି କି ପେମେଣ୍ଟ? ଜାଣନ୍ତୁ କେମିତି ଫେରି ପାଇବେ ଆପଣଙ୍କ ଟଙ୍କା, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୬।୯: UPI ପେମେଣ୍ଟ ଟଙ୍କା କାରବାରକୁ ବହୁତ ସହଜ ଏବଂ ଦ୍ରୁତ କରିଦେଇଛି। ତଥାପି, ବେଳେବେଳେ ତରବରିଆ ଭାବେ କିମ୍ୱା ଅସାବଧାନତା ଯୋଗୁଁ ଭୁଲ ନମ୍ୱର ବା…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri