Posted inଜାତୀୟ

ମୋଦି ସରନେମ୍‌ ମାମଲାରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହେଲେ ରାହୁଲ…

ନୂଆଦିଲ୍ଲୀ,୧୫।୭ : ମୋଦି ସରନେମ୍‌ ମନ୍ତବ୍ୟ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବର୍ତ୍ତମାନ ୨ ବର୍ଷ ଦଣ୍ଡ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ଦଣ୍ଡାଦେଶ ଉପରେ ରୋକ ଲଗାଇବା ପାଇଁ କଂଗ୍ରେସ ନେତା ଶନିବାର ସର୍ବୋଚ୍ଚ କୋର୍ଟରେ ଆବେଦନ କରିଛନ୍ତି।

ଜୁଲାଇ ୧୭ରେ ଏହି ମାମଲା ସର୍ବୋଚ୍ଚ ନ୍ୟାୟାଳୟରେ ବିଚାର ହେବ ବୋଲି ଆଶା କରାଯାଉଛି। ରାହୁଲ ଗାନ୍ଧୀ ତାଙ୍କ ଦଣ୍ଡାଦେଶ ଶୁଣାଇବାକୁ ଆବେଦନ ଉପରେ ଜରୁରୀ ଶୁଣାଣି ପାଇଁ ଅନୁରୋଧ କରିପାରିବେ।

ଏହାପୂର୍ବରୁ ଜୁଲାଇ ୭ ରେ ଗୁଜରାଟ ହାଇକୋର୍ଟ ତାଙ୍କ ମୋଦି ସରନେମ୍‌ ମନ୍ତବ୍ୟ ଉପରେ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଅନୁରୋଧକୁ ଖାରଜ
କରିଦେଇଥିଲେ। ରାହୁଲ ଗାନ୍ଧୀଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରି ଗୁଜରାଟ ହାଇକୋର୍ଟ କହିଥିଲେ ରାଜନୀତିରେ ସ୍ବଚ୍ଛତା ବତ୍ତର୍ମାନ ସମୟର ଆବଶ୍ୟକତା। ଜଷ୍ଟିସ ହେମନ୍ତ ପ୍ରଖକଙ୍କ ଏକକ ବେଞ୍ଚ ଆବେଦନକୁ ଖାରଜ କରି କହିଥିଲେ ଲୋକ ପ୍ରତିନିଧୀମାନେ ସ୍ବଚ୍ଛ ଚରିତ୍ରର ବ୍ୟକ୍ତି ହେବା ଉଚିତ। ଏଥିରେ କୁହାଯାଇଥିଲା ଦଣ୍ଡବିଧାନ ଉପରେ ରୋକ ପାଇଁ କୌଣସି ଯୁକ୍ତିଯୁକ୍ତ କାରଣ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

ଟିମ ଇଣ୍ଡିଆ ଆୟରଲ୍ୟାଣ୍ଡ ବିପକ୍ଷରେ ସିରିଜ ହାରିବାର ଅସଲ କାରଣ କହିଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ଆୟରଲ୍ୟାଣ୍ଡ ଗସ୍ତରେ ନିରାଶାର ସମ୍ମୁଖୀନ ହୋଇଥିଲା, ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଏକ ବଡ଼ ପରାଜୟ ବରଣ କରିଥିଲା। ବେଲଫାଷ୍ଟରେ ପ୍ରଥମ…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

ଟ୍ରାକ୍ଟରରେ ବସି ଯାଉଥିଲେ ଶ୍ରମିକ, ଖସିପଡ଼ିବାରୁ…

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର (ନଂ-ଓଡି୧୫ଏଫ ୯୬୬୩) ଚାପାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri