Posted inଖେଳ

ଆଉଟ୍‌ ହେବା ପରେ ଯୁକ୍ତିତର୍କ କଲେ ରାହୁଲ

ଜୋହାନ୍ସବର୍ଗ,୫।୧:ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଜୋହାନ୍ସବର୍ଗ ଟେଷ୍ଟର ଦ୍ୱିତୀୟ ଦିନରେ ଦୁଇ ଅଧିନାୟକ କେ.ଏଲ ରାହୁଲ ଏବଂ ଡିନ ଏଲଗାରଙ୍କ ମଧ୍ୟରେ ଶବ୍ଦ ଯୁଦ୍ଧ ହୋଇଥିଲା। ଦ୍ୱିତୀୟ ଇନିଂସରେ ମାର୍କୋ ଜେନ୍ସେନଙ୍କ ଦ୍ୱାରା ଆଉଟ୍‌ ହେବା ପରେ କେ.ଏଲ ରାହୁଲ ଦୁଃଖୀ ହୃଦୟରେ ପ୍ୟାଭିଲିୟନକୁ ଫେରୁଥିବା ବେଳେ ଏହି ଘଟଣା ଘଟିଥିଲା। ୮ ରନ୍‌ରେ ବ୍ୟାଟିଂ କରୁଥିବା ରାହୁଲ ଦ୍ୱିତୀୟ ସ୍ଲିପରେ ଆଡେନ ମାର୍କ୍ରାମଙ୍କ ଦ୍ୱାରା କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ତୃତୀୟ ଅମ୍ପାୟାରଙ୍କ ଦ୍ୱାରା ଆଉଟ୍‌ ହେବା ପରେ କେ.ଏଲ ରାହୁଲ ଦକ୍ଷିଣ ଆଫ୍ରିକାର ଖେଳାଳିଙ୍କୁ କିଛି କହୁଥିବାର ଦେଖାଯାଇଥିଲା।
ଅନ-ଫିଲ୍ଡ ଅମ୍ପାୟାରଙ୍କ ନିଷ୍ପତ୍ତି ନିଆଯିବା ପୂର୍ବରୁ କେ.ଏଲ ରାହୁଲ ପାଭିଲିୟନରୁ ଯାଇ ନ ଥିଲେ। ରିପ୍ଲେସ ଦେଖାଯାଇଥିଲାଯେ ବଲଟି ମାର୍କରାମଙ୍କ ପାପୁଲି ମଧ୍ୟରେ ଥିଲା। ଫିଲ୍ଡ ଅମ୍ପାୟାର ତୃତୀୟ ଅମ୍ପାୟାରଙ୍କ ସହାୟତା ନେଇଥିଲେ। ପରେ ତୃତୀୟ ଅମ୍ପାୟାର ଘରୋଇ ଦଳ ସପକ୍ଷରେ ନିଷ୍ପତ୍ତି ଶୁଣାଇଥିଲେ।

https://twitter.com/BenaamBaadshah4/status/1478383367615885317


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?