ବଜାଜ ଫାଇନାନ୍ସ ଅଧ୍ୟକ୍ଷ ପଦବୀରୁ ଓହରିଲେ ରାହୁଲ ବଜାଜ

ନୂଆଦିଲ୍ଲୀ,୨୧।୭: ପ୍ରତିଷ୍ଠିତ ଉଦ୍ୟୋଗପତି ରାହୁଲ ବଜାଜ, ବଜାଜ ଫାଇନାନ୍ସର ଅଣକାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ପବଦୀରୁ ଓହରିଯାଇଛନ୍ତି। ଚଳିତ ମାସ ଶେଷ ଯାଏ ସେ ଏହି ପଦବୀରେ ରହିବେ। ଗତ ୩ ଦଶନ୍ଧି ଧରି କମ୍ପାନୀର ମଙ୍ଗ ସମ୍ଭାଳିବା ପରେ ସେ ପଦବୀ ଛାଡ଼ିବେ। ବର୍ତ୍ତମାନ ଉପାଧ୍ୟକ୍ଷ ପଦବୀରେ ଥିବା ସଞ୍ଜୀବ ବଜାଜ ତାଙ୍କ ପରେ ଅଧ୍ୟକ୍ଷ ପଦବୀରେ ଅବସ୍ଥାପିତ ହେବେ ବୋଲି କମ୍ପାନୀ ପକ୍ଷରୁ ହୋଇଥିବା ରେଗୁଲେଟୋରି ଫାଇଲିଂରୁ ଜଣାପଡ଼ିଛି। ୧୯୮୭ ପରଠାରୁ ରାହୁଲ ବଜାଜ କମ୍ପାନୀ ସହ ଜଡିତ ଥିଲେ। ନୂଆ ଉତ୍ତରାଧିକାରୀ ଚୟନ ଯୋଜନା ଅନ୍ତର୍ଗତ ସେ ଚଳିତ ମାସ ଶେଷ ଯାଏ ପଦବୀରେ ରହିବେ ବୋଲି ସୂଚନା ରହିଛି। ସେ କମ୍ପାନୀ ସହ ଜଡିତ ହୋଇ ରହିବେ। ଅଣ କାର୍ଯ୍ୟନିର୍ବାହୀ ଏବଂ ଅଣ ସ୍ବାଧୀନ ନିର୍ଦ୍ଦେଶକ ଭାବେ ସେ କମ୍ପାନୀ ସହ କାମ କରିବେ। ରାହୁଲ ବଜାଜଙ୍କ ସ୍ଥାନରେ ଅଗଷ୍ଟ ପହିଲାରୁ ସଞ୍ଜୀବ ବଜାଜ ଅଣ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ନିଯୁକ୍ତିକୁ କମ୍ପାନୀର ବୋର୍ଡ ମଞୁରୀ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ଅକ୍ଟୋବର ୧୭ରେ ସୂର୍ଯ୍ୟଙ୍କ ବଡ଼ ଗୋଚର: ୩ ରାଶି ରୁହନ୍ତୁ ସାବଧାନ! ପାଖରୁ ଚାଲିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଅକ୍ଟୋବର ମଧ୍ୟଭାଗରେ ଗ୍ରହ ସ୍ଥିତିରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ପ୍ରକୃତରେ, ବୈଦିକ କ୍ୟାଲେଣ୍ଡର ଅନୁସାରେ, ଆସନ୍ତା ଅକ୍ଟୋବର ୧୭…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?