Posted inଜାତୀୟ

ଯୁବବର୍ଗଙ୍କ ଉପରେ ଲାଠିଚାର୍ଜ ନେଇ ସରକାରଙ୍କୁ ଘେରିଲେ ରାହୁଲ-ବରୁଣ…

ଲକ୍ଷ୍ନୌ,୫।୧୨: ଉତ୍ତରପ୍ରଦେଶରେ ୬୯ ହଜାର ସହାୟକ ଶିକ୍ଷକ ନିଯୁକ୍ତିରେ ଅନିୟମିତତାକୁ ନେଇ ରାଜନୈତିକ ସ୍ଥିତି ବେଶ୍‌ ସରଗରମ ହେବାରେ ଲାଗିଛି। ଏହି ଘଟଣାରେ ଏକ କ୍ୟାଣ୍ଡେଲ ରାଲି ଉପରେ ପୋଲିସ ପକ୍ଷରୁ ଲାଠି ଚାର୍ଜ କରାଯାଇଛି। ଏହାକୁ ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଏବଂ ଭାଜପା ପକ୍ଷରୁ ବରୁଣ ଗାନ୍ଧୀ ସରକାରଙ୍କୁୁ ଘେରିବା ଆରମ୍ଭ କରିଛନ୍ତି।

ଲାଠିଚାର୍ଜକୁ ନେଇ ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି ଯେ, ରୋଜଗାର ମାଗିବାକୁ ଆସିଲେ ଭାଜପା ସରକାର ଲାଠି ବର୍ଷା କରୁଛି। ଭୋଟ ମାଗିବାକୁ ଆସିବା ବେଳେ ଏକଥା ମନେରଖି ଏହାର ଉତ୍ତର ଦେବାକୁ ରାହୁଲ କହିଛନ୍ତି।

ସେହିପରି ବରୁଣ ଟୁଇଟ୍‌ କରି କହିଛନ୍ତି ଯେ, ରୋଜଗାର ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଥିବା ଯୁବବର୍ଗ ଭାରତ ମାତାର ସନ୍ତାନ। ସେମାନଙ୍କ ଦୁଃଖ ନବୁଝି ଏହା ବଦଳରେ ସେମାନଙ୍କ ଉପରେ ଲାଠି ମାଡ଼ କରିବା ଠିକ୍‌ ନୁହେଁ। ଯଦି ସେମାନେ ଆପଣମାନଙ୍କର ସନ୍ତାନ ହୋଇଥାନ୍ତେ, ତେବେ ସେମାନଙ୍କ ଉପରେ ଏଭଳି ଅତ୍ୟାଚାର କ’ଣ କରାଯାଇଥାନ୍ତା ବୋଲି ବରୁଣ ସରକାରଙ୍କୁ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଆଜି ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୦।୧୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୨ ନୂଆ...

ପୋଷ୍ଟାଲ ପାର୍ସଲରୁ ମିଳିଲା ୧୦୦ରୁ ଅଧିକ ସ୍ପାଇଡର

ନୂଆଦିଲ୍ଲୀ,୨।୭: ପୋଲାଣ୍ଡରୁ ଆସିଥିବା ଏକ ପୋଷ୍ଟାଲ ପାର୍ସଲରୁ ଚେନ୍ନାଇ ବିମାନ ବନ୍ଦରର କଷ୍ଟମ ଅଧିକାରୀଙ୍କୁ ମିଳିଛି ୧୦୭ଟି ଜୀବନ୍ତ ସ୍ପାଇଡର। ଏକ ବିବୃତିରେ କୁହାଯାଇଛି, ପାର୍ସଲରେ...

ଦିନକର ବର୍ଷାରେ ବୁଡ଼ିଲା ତାମିଲନାଡୁ

ଚେନ୍ନାଇ, ୭।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ତାମିଲନାଡୁ ଉତ୍ତର ଉପକୂଳ ଅଞ୍ଚଳରେ ଶନିବାର ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବହୁ...

୬୦ ବର୍ଷ ତଳେ ଚାଇନା ନେଇଥିବା ଜମି ଫେରାଇ ଆଣିବେ ଭାରତ ସରକାର: ଭାଜପା ଏମ୍‌ପି…

ନୂଆଦିଲ୍ଲୀ,୨୦।୧୨ : ଚାଇନା ୬୦ ବର୍ଷ ତଳେ ନେଇଥିବା ଜମି ଭାରତ ସରକାର ଫେରାଇ ଆଣିବେ। ଭାଜପା ଏମ୍‌ପି ପ୍ରତାପ ପାଟିଲ ମଙ୍ଗଳବାର ଲୋକ ସଭାରେ...

ରାଜସ୍ଥାନରେ ବସ୍‌-ଜିପ୍‌ ମୁହାଁମୁହିଁ: ୧୩ ମୃତ

ଯୋଧପୁର,୨୭।୯: ରାଜସ୍ଥାନ ଯୋଧପୁରର ବାଲେସର ଗଁ। ନିକଟରେ ଶୁକ୍ରବାର ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ବସ୍‌ ଓ ଜିପ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏଥିରେ...

ମୁଖ୍ୟଯନ୍ତ୍ରୀଙ୍କ ଘରୁ ମିଳିଲା କୋଟି କୋଟି ଟଙ୍କାର ସମ୍ପତ୍ତି: ରିମାଣ୍ଡରେ ନେଲା ଇଡି

ରାଞ୍ଚି,୨୪।୨: ମନି ଲଣ୍ଡରିଂ ମାମଲାରେ ଝାଡ଼ଖଣ୍ଡ ରାଞ୍ଚିର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ ବୀରେନ୍ଦ୍ର କୁମାର ରାମଙ୍କୁ ଇଡି ଗିରଫ କରିଛି। ତାଙ୍କୁ ଅଧିକ ପଚରାଉଚରା...

ଘୃଣା ମନ୍ତବ୍ୟ ବିରୋଧରେ ମାମଲା

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀରେ ଭିଏଚ୍‌ପିର ଏକ କାର୍ଯ୍ୟକ୍ରମରେ ଘୃଣା ମନ୍ତବ୍ୟକୁ ନେଇ ପୋଲିସ ଆୟୋଜକଙ୍କ ବିରୋଧରେ ଏତଲା ଦାଏର କରିଛି। ପୋଲିସର ବିନା ଅନୁମତିରେ କାର୍ଯ୍ୟକ୍ରମ ଆୟୋଜନ...

ଡ୍ରଗ୍ସ୍‌ ମାମଲାରେ ନିଶୁଆ ପାନବାଲା ଗିରଫ

ମୁମ୍ବାଇ,୧୨।୧: ଡ୍ରଗ୍ସ୍‌ ମାମଲାରେ ମୁମ୍ବାଇର ନିଶୁଆ ପାନବାଲା ରାମକୁମାର ତିଓ୍ବାରିଙ୍କୁ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ପକ୍ଷରୁ ଗିରଫ କରାଯାଇଛି। ତାଙ୍କ ପାଖରୁ ଅଧା କିଲୋଗ୍ରାମ ଗଞ୍ଜେଇ...

Advertisement
Archives

Model This Week