Posted inଜାତୀୟ

ଓ୍ବାୟନାଡରେ ପୀଡ଼ିତଙ୍କୁ ଭେଟିବା ପରେ ଭାବୁକ ହେଲେ ରାହୁଲ

ଓ୍ବାୟନାଡ,୧।୮: ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର (୧ ଅଗଷ୍ଟ)ରେ କେରଳର ୱାୟନାଡରେ ପହଞ୍ଚିଥିଲେ। ଏହି ସମୟରେ ଉଭୟ ନେତା ପରିସ୍ଥିତିର ଅନୁଧ୍ୟାନ କରିଥିଲେ ଏବଂ ପୀଡ଼ିତଙ୍କୁ ମଧ୍ୟ ଭେଟିଥିଲେ। ରାହୁଲ ଗାନ୍ଧୀ କହିଛନ୍ତି ଯେ ୧୯୯୧ରେ ତାଙ୍କ ପିତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ସମୟରେ ସେ ଯେମିତି ଅନୁଭବ କରିଥିଲେ ଆଜି ଠିକ୍‌ ସେମିତି ଅନୁଭବ କରୁଛନ୍ତି। ଏହି ଭୟଙ୍କର ଭୂସ୍ଖଳନରେ ୨୫୦ ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ ଏବଂ ପ୍ରାୟ ୨୦୦ ଲୋକ ଆହତ ହୋଇଥିଲେ।
କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର କହିଛନ୍ତି, କେରଳର ୱାୟନାଡରେ ଭୂସ୍ଖଳନ ଯୋଗୁଁ ଘଟିଥିବା ବିନାଶ ଦେଖିବା ଅତ୍ୟନ୍ତ କଷ୍ଟଦାୟକ। ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରଙ୍କ ସହ ତାଙ୍କର ପୂର୍ବତନ ବିଧାନସଭା ନିର୍ବାଚନମଣ୍ଡଳୀ ଗସ୍ତରେ ଯାଇ ରାହୁଲ ଗାନ୍ଧୀ କହିଛନ୍ତି ଯେ ୧୯୯୧ରେ ସେ ଯେତିକି କଷ୍ଟ ପାଇଥିଲେ ଆଜିବି ସେତିକି କଷ୍ଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?