Posted inଖେଳ

କମ୍‌ ବୟସରେ ପ୍ରେମରେ ପଡିଥିଲେ ଏହି କ୍ରିକେଟର୍‌: ଏବେ ଗର୍ଲପ୍ରେଣ୍ଡଙ୍କ ସହ କରୁଛନ୍ତି ମସ୍ତି

କରୋନା ଯୋଗୁ ଆଇପିଏଲ୍‌ ସ୍ଥଗିତ ହେବା ପରେ ଏବେ କ୍ରିକେଟର୍‌ମାନେ ନିଜ ନିଜ ଘରକୁ ଫେରିଛନ୍ତି। କିଛି କ୍ରିକେଟର୍‌ ଗୋଆରେ ଛଟି କାଟୁଛନ୍ତି। ପୃଥ୍ବୀ ଶ’ଙ୍କ ପରେ ଏବେ ରାହୁଲ ଚହର ନିଜ ପ୍ରେମିକାଙ୍କୁ ଧରି ଛୁଟି କାଟୁଛନ୍ତି। ରାହୁଲ ପ୍ରେମିକାଙ୍କ ସହ ଏକ ରୋମାଣ୍ଟିକ ଫଟୋ ନିଜ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋରେ ତାଙ୍କ କାନ୍ଧରେ ଗର୍ଲଫ୍ରେଣ୍ଡ ମୁଣ୍ଡ ରଖିଥିବା ନଜର ଆସିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର ବୋଲର୍‌ ରାହୁଲ ଚହର ନିଜ ବୋଲିଂକୁ ନେଇ ଚର୍ଚ୍ଚାରେ ଥାନ୍ତି। ଚଳିତ ଆଇପିଏଲ୍‌ ସେ ନିଜ ହେୟାର ଷ୍ଟାଇଲକୁ ନେଇ ଚର୍ଚ୍ଚାରେ ଥିଲେ। ତାଙ୍କ ହେୟାର ଷ୍ଟାଇଲ ବିଷୟରେ ଜାଣିବା ପାଇଁ ଚାହୁଁଥିଲେ। ନିଜ ପ୍ରଶଂସକଙ୍କୁ ଆଉ ଅପେକ୍ଷା ନ କରାଇ ନିଜ ହେୟାର ଷ୍ଟାଇଲିଷ୍ଟଙ୍କୁ ପରିଚିତ କରାଇଦେଇଥିଲେ ଚହର। ନିଜ ପ୍ରେମିକା ଇଶାନୀଙ୍କ ସହ ଏକ ଫଟୋ ଶେୟାର କରି ସେ କହିଥିଲେ ମୋ ହେୟାର ଷ୍ଟାଇଲିଷ୍ଟଙ୍କୁ ଭେଟନ୍ତୁ। ୨୨ ବର୍ଷୀୟ ରାହୁଲ ଖୁବ କମ ବୟସରେ ଇଶାନୀଙ୍କ ପ୍ରେମରେ ପଡିଥିଲେ। ଦୀର୍ଘ ଦିନ ରିଲେସନସିପ୍‌ରେ ରହିବା ପରେ ଉଭୟ ୨୦୧୯ରେ ସାରା ଜୀବନ ଏକାଠି ରହିବାକୁ ନିଷ୍ପତ୍ତି ନେଇଥିଲେ। ୨୦୧୯ରେ ଉଭୟଙ୍କ ନିର୍ବନ୍ଧ ଶେଷ ହୋଇଛି।

rahul chahar and ishani


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri