Posted inଜାତୀୟ

ରେଳମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ରାହୁଲ

ନୂଆଦିଲ୍ଲୀ,୪।୬: ଓଡ଼ିଶା ବାଲେଶ୍ୱର ବାହାନଗାରେ ଶୁକ୍ରବାର ହୋଇଥିବା ରେଳ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୨୭୫ ହୋଇଥିବା ବେଳେ ୧୧୭୫ ଜଣ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏମାନଙ୍କ ମଧ୍ୟରୁ ୭୯୫ଜଣଙ୍କୁ ଛୁଟି ଦିଆଯାଇଥିବା ବେଳେ ୩୮୨ ଜଣଙ୍କ ଚିକିତ୍ସା ଚାଲିଛି। ଦୁଇ ଜଣ ଗୁରୁତର ରହିଛନ୍ତି। ଏହାକୁ ନେଇ ଏବେ ବିରୋଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବି ରେଳ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି। ଏହାରି ଭିତରେ କେନ୍ଦ୍ରମନ୍ତ୍ରୀମାନେ ଲଗାତାର ଓଡ଼ିଶା ଗସ୍ତ କରି ସ୍ଥିତିକୁ ସମ୍ଭାଳିବାକୁ ଚେଷ୍ଟା ଜାରି ରଖିଛନ୍ତି।
ଏହାରି ଭିତରେ ରାହୁଲ ଗାନ୍ଧୀ ଟୁଇଟ କରି କହିଛନ୍ତି, ୨୭୦+ ମୃତ୍ୟୁ ପରେ କେହି ଉତ୍ତରଦାୟୀ ନୁହଁନ୍ତି! ମୋଦି ସରକାର ଏତେ ବଡ ଦୁର୍ଘଟଣା ପାଇଁ ନିଜକୁ ଦାୟୀ କରିବାକୁ ନେଇ ପଳାୟନ କରିପାରିବେ ନାହିଁ। ପ୍ରଧାନମନ୍ତ୍ରୀ ତୁରନ୍ତ ରେଳମନ୍ତ୍ରୀଙ୍କ ଇସ୍ତଫା ନେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri