Posted inଜାତୀୟ

ଲୋକ ସଭାରେ ବିରୋଧୀ ଦଳ ନେତା ହେବାକୁ ଚାହୁଁ ନାହାନ୍ତି ରାହୁଲ! କ’ଣ ଏହାର କାରଣ

ନୂଆଦିଲ୍ଲୀ,୧୪।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲୋକ ସଭାରେ ବିରୋଧୀ ଦଳର ନେତା ହେବାକୁ ଚାହୁଁନାହାଁନ୍ତି। ବିଶେଷ ସୂତ୍ରର ଖବର ଅନୁଯାୟୀ, ଏକ ଘରେଶଇ ଟେଲିଭିଜନ ଚ୍ୟାନେଲ ପ୍ରକାଶ କରିଛି ଯେ ରାହୁଲ ଗାନ୍ଧୀ ବର୍ତ୍ତମାନ ଦଳର ସଂଗଠନକୁ ମଜବୁତ କରିବା ପାଇଁ କାର୍ଯ୍ୟ କରିବାକୁ ଚାହୁଁଛନ୍ତି।
ସୂତ୍ରରୁ ପ୍ରକାଶ ଯେ ଯଦି ରାହୁଲ ଗାନ୍ଧୀ ଲୋକ ସଭାରେ ବିରୋଧୀ ଦଳର ନେତା ନ ହୁଅନ୍ତି, ତେବେ ବହୁ ନେତାଙ୍କ ନାମ ଏହି ଦୌଡ଼ରେ ଅଛି। କେସି ଭେନୁଗୋପାଲ, ଗୌରବ ଗୋଗୋଇ, ମନୀଷ ତିୱାରୀ, ଶଶି ଥରୁର ଏବଂ କୁମାରୀ ଶୈଳଜାଙ୍କ ମଧ୍ୟରୁ ଯେକୌଣସି ବ୍ୟକ୍ତି ବିରୋଧୀ ଦଳର ନେତା ହୋଇପାରନ୍ତି।
ବିରୋଧୀଦଳର ନେତା ହେବାକୁ ଦୌଡ଼ରେ କୁମାରୀ ଶୈଳଜା ପଛରେ ରହିଛନ୍ତି ବୋଲି ବିବେଚନା କରାଯାଏ। ଏହାର କାରଣ ହେଉଛି, ପୂର୍ବରୁ ଦଳିତ ସମ୍ପ୍ରଦାୟର କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ରାଜ୍ୟ ସଭାରେ ବିରୋଧୀ ଦଳର ନେତାଙ୍କ ଦାୟିତ୍ୱ ତୁଲାଉଛନ୍ତି। ସୂଚନାଯୋଗ୍ୟ, ନିକଟରେ ଦିଲ୍ଲୀରେ ଅନୁଷ୍ଠିତ କଂଗ୍ରେସ ୱାର୍କିଂ କମିଟି ବୈଠକରେ ରାହୁଲ ଗାନ୍ଧୀଙ୍କୁ ବିରୋଧୀଦଳର ନେତା କରିବା ପାଇଁ ଏକ ପ୍ରସ୍ତାବ ପାରିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

Weight Loss Tips: ରାତିରେ ଖାଆନ୍ତୁ ଏହି ୫ ଜିନିଷ, ଶୀଘ୍ର କମିଯିବ ପେଟର ଚର୍ବି

ଆଜିର ଦ୍ରୁତ ଗତି ଜୀବନରେ, କାମର ଚାପ ଏବଂ ପରିବର୍ତ୍ତନଶୀଳ ଅଭ୍ୟାସ ସିଧାସଳଖ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ସମୟ ଅଭାବରୁ ଲୋକମାନେ ସଠିକ ସମୟରେ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri