Posted inଖେଳ

ଶାହାଙ୍କୁ ଡ୍ରାଭିଡ୍‌ କିଛି ଭୁଲ କହି ନାହାନ୍ତି

ନୂଆଦିଲ୍ଲୀ,୨୪।୨: ଟେଷ୍ଟ ଫର୍ମାଟରୁ ସନ୍ନ୍ୟାସ କଥା ଚିନ୍ତା କରିବାକୁ ଉଇକେଟକିପର ରିଦ୍ଧିମାନ ଶାହାଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟକୋଚ୍‌ ରାହୁଲ ଡ୍ରାଭିଡ୍‌। ଏହି ଘଟଣାରେ ମୁଖ୍ୟ କୋଚ୍‌ ଡ୍ରାଭିଡ୍‌ଙ୍କ ପ୍ରତି ସମର୍ଥନ ଜାହିର କରିଛନ୍ତି ପୂର୍ବତନ ଉତ୍ତର ଜୋନ ଚୟନକର୍ତ୍ତା ତଥା ପୂର୍ବତନ କ୍ରିକେଟର ସରନଦୀପ ସିଂ।

“ ଡ୍ରାଭିଡ୍‌ କିଛି ଭୁଲ କଥା କହିଥିବା ମୋତେ ଅନୁଭବ ହେଉନାହିଁ। ଏହା ଶାହାଙ୍କ ପାଇଁ ନିଜ ସମ୍ପର୍କରେ ଚିନ୍ତା କରିବା ଲାଗି ଉଚିତ ସମୟ। ତାଙ୍କୁ ଏବେ ୩୭ ବର୍ଷ ହେଲାଣି। ଯୁବ ଉଇକେଟକିପର ଉପଲବ୍ଧ ଥିବାରୁ ତାଙ୍କୁ ଆଉ ଦଳୀୟ ଏକାଦଶରେ ଚୟନ କରାଯିବ ନାହିଁ। ତେବେ ତାଙ୍କୁ କ’ଣ ପାଇଁ ଦଳରେ ମନୋନୀତ କରାଯିବ। ରିଷଭ ପନ୍ତ ଦଳର ପ୍ରାଥମିକତା ଏବଂ ସେ ଦୀର୍ଘ ଦିନ ଧରି ଖେଳିବେ” ବୋଲି ସରନଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri