Posted inଖେଳ

ଇଂଲଣ୍ଡ ଗସ୍ତରେ ରାହୁଲ ଦ୍ରାବିଡ, ପନ୍ତ, ଆୟାର୍‌

ନୂଆଦିଲ୍ଲୀ,୨୦।୬: ଭାରତୀୟ ଦଳ ଗୋଟିଏ ଟେଷ୍ଟ, ତିନୋଟି ଦିନିକିଆ ଏବଂ ତିନୋଟି ଟି-୨୦ ମ୍ୟାଚ ପାଇଁ ଇଂଲଣ୍ଡ ଯାଇ ସାରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍‌ ପରେ ସୋମବାର ମୁଖ୍ୟ କୋଚ ରାହୁଲ ଦ୍ରାବିଡଙ୍କ ସହ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏବଂ ଶ୍ରେୟାସ ଆୟର ଇଂଲଣ୍ଡ ଅଭିମୁଖେ ଯାତ୍ରା କରିଛନ୍ତି। ଭାରତୀୟ ଦଳ ଜୁନ ୨୪ରୁ ଅଭ୍ୟାସ ମ୍ୟାଚ ଖେଳିବ।

ସିରିଜ କାର୍ଯ୍ୟସୂଚୀ
ପ୍ରଥମ ଟେଷ୍ଟ- ଏଜବେଷ୍ଟନ, ଜୁଲାଇ ୧-୫

ଟି-୨୦ ସିରିଜ କାର୍ଯ୍ୟସୂଚୀ
ପ୍ରଥମ ଟି-୨୦: ଜୁଲାଇ ୭, ଏଜେସ ବାଉଲ
୨ୟ ଟି-୨୦: ଜୁଲାଇ ୯, ଏଜବେଷ୍ଟନ
ତୃତୀୟ ଟି-୨୦: ଜୁଲାଇ ୧୦, ଟ୍ରେଣ୍ଟ ବ୍ରିଜ

ଦିନିକିଆ ସିରିଜ କାର୍ଯ୍ୟସୂଚୀ
ପ୍ରଥମ ଦିନିକିଆ : ଜୁଲାଇ ୧୨, ଓଭାଲ
ଦ୍ୱିତୀୟ ଦିନିକିଆ : ଜୁଲାଇ ୧୪, ଲର୍ଡସ
ତୃତୀୟ ଦିନିକିଆ : ଜୁଲାଇ ୧୭, ମାଞ୍ଚେଷ୍ଟର


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏନ୍‌ସିଏ ମୁଖ୍ୟ ପଦବୀ ପାଇଁ ପୁଣି ଆବେଦନ କଲେ ଦ୍ରାବିଡ

ବେଙ୍ଗାଲୁରୁ,୧୯।୮: ଭାରତୀୟ କ୍ରିକେଟଜଗତରେ ରାହୁଲ ଦ୍ରାବିଡ଼ ଅନ୍ୟତମ ସମ୍ମାନିତ ଖେଳାଳି। ସେ ଜଣେ ସକ୍ରିୟ କ୍ରିକେଟର ହିସାବରେ ତ କେବେ କୋଚିଂ କ୍ୟାରିୟରକୁ ନେଇ ଚର୍ଚ୍ଚାରେ...

ଆଇପିଏଲ୍‌ରେ ଦର୍ଶକ ଅନୁମତି ସମ୍ଭାବନା

ନୂଆଦିଲ୍ଲୀ, ୧।୬ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶ ଆୟୋଜନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି। ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଲାଗି ଏକ ବିସିସିଆଇ...

ପାଞ୍ଚ ଥର ଅଲିମ୍ପିକ ସ୍ବର୍ଣ୍ଣ ବିଜେତାଙ୍କୁ ହରାଇଲେ ଟିଟ୍‌ମୁସ

ଟୋକିଓ, ୨୭।୭-ପାଞ୍ଚ ଥର ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ଆମେରିକାର କେଟ୍‌ ଲେଡେକିଙ୍କୁ ହରାଇ ଚଳିତ ଟୋକିଓ ଅଲିମ୍ପିକ୍ସର ମହିଳା ୪୦୦ ମିଟର ଫ୍ରିଷ୍ଟାଇଲ ସନ୍ତରଣ...

ଶାସ୍ତ୍ରୀଙ୍କ ସ୍ବତନ୍ତ୍ର ଅନୁରୋଧ

ମୁମ୍ବାଇ,୧୭।୮: ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀଙ୍କୁ ପୁଣି ଥରେ ଭାରତୀୟ ଦଳର କୋଚ୍‌ ନିଯୁକ୍ତ କରାଯାଇଛି। ତାଙ୍କୁ ୨୦୨୧ ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ଦଳର ଦାୟିତ୍ୱ...

ଅରୁଣାଚଳପ୍ରଦେଶକୁ ହରାଇ ଝାଡ଼ଖଣ୍ଡ ଚାମ୍ପିୟନ

କଟକ ଅଫିସ,୨୧ା୬- ଅଲ୍‌ ଇଣ୍ଡିଆ ଫୁଟ୍‌ବଲ ଫେଡେରେଶେନ(ଏଆଇଏଫ୍‌ଏଫ) ଆନୁକୂଲ୍ୟରେ କଟକରେ ଚାଲିଥିବା ସବ୍‌ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ଝାଡ଼ଖଣ୍ଡ ଚାମ୍ପିୟନ ହୋଇଛି। ଗୁରୁବାର ଅନୁଷ୍ଠିତ...

ଆର୍‌ସିବିର ମୁଖ୍ୟ ଅସ୍ତ୍ର ମ୍ୟାକ୍ସଓ୍ବେଲ

ନୂଆଦିଲ୍ଲୀ,୩୧।୩: ଗ୍ଲେନ୍‌ ମ୍ୟାକ୍ସଓ୍ବେଲଙ୍କ ବିସ୍ଫୋରକ ତଥା ଆକ୍ରମଣାତ୍ମକ ବ୍ୟାଟିଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହେବ। ଆଗାମୀ ସଂସ୍କରଣରେ ସେ...

୪୮ ରନ୍‌ରେ ଜିତିଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୧୪।୬: ସ୍ଥାନୀୟ ଓ୍ବାଇଏସ୍‌ ରାଜଶେଖର ରେଡ୍ଡୀ ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ବିଜୟ ଲାଭ କରିଛି। ଏହି...

ଦ୍ୱିତୀୟ ଟେଷ୍ଟ: ଶ୍ରୀଲଙ୍କା ଅଗ୍ରଣୀ

କରାଚୀ,୨୧।୧୨- ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଶ୍ରୀଲଙ୍କା ପ୍ରଥମ ଇନିଂସରେ ଅଗ୍ରଣୀ ହୋଇଛି। ଟସ୍‌ ଜିତି ପାକିସ୍ତାନ...

Advertisement
Archives

Model This Week