ଅଲମ୍ପିକ୍‌ରେ ଭାଗ ନେବେ କି କୋହଲି-ରୋହିତ୍‌ ? ମୋଦିଙ୍କୁ ରାହୁଲ କହିଲେ…

ନୂଆଦିଲ୍ଲୀ, ୦୬।୦୭: ଟିମ୍‌ ଇଣ୍ଡିଆର ପୂର୍ବତନ ମୁଖ୍ୟକୋଚ ରାହୁଲ ଦ୍ରାବିଡ଼ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ହୋଇଥିବା ସାକ୍ଷାତ ସମୟରେ ଅଲମ୍ପିକ୍‌କୁ ନେଇ କଥା ହୋଇଛନ୍ତି। ଆଗାମୀ ଅଲମ୍ପିକ୍‌ ୨୦୨୮ରେ ହେବାକୁ ଯାଉଛି । ମୋଦିଙ୍କୁ ସେ ବିରାଟ କୋହଲି ଏବଂ ରୋହିତ୍‌ ଶର୍ମାଙ୍କ ନାଁ କହି ମଜା କରିଛନ୍ତି । ବିସିସିଆଇ ଏହି ଇଭେଣ୍ଟ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଥିବା ସେ କହିଛନ୍ତି । ଟି-୨୦ ବିଶ଼୍ବକପ୍‌ର ବିଜୟୀ ଖେଳାଳିଙ୍କ ମଧ୍ୟରେ ଜଣେ ଏହି ଅଲମ୍ପିକ୍‌ ଟିମ୍‌ର ପ୍ରତିନିଧିତ଼୍ବ କରିବେ ବୋଲି ସେ କହିଥିଲେ । ଏହି ସମୟରେ ସେ ବିରାଟ ଏବଂ ରୋହିତଙ୍କ ନାଁ କହିବାରୁ ବିରାଟ ହସିଥିଲେ । ହେଲେ ଦୁହେଁ ଟି-୨୦ ବିଶ଼୍ବକପ୍‌ରେ ହିଁ ଅବସର ଘୋଷଣା କରିଛନ୍ତି ।

ଅଲମ୍ପିକ୍‌ରେ ଭାଗନେବାକୁ ଆମକୁ ସୁଯୋଗ ମିଳିନଥିଲା ବୋଲି ସେ କହିବା ସହ ବର୍ତ୍ତମାନର ଖେଳାଳିଙ୍କୁ ଏହି ସୁଯୋଗ ମିଳିବ । ଏହା କ୍ରିକେଟର୍‌, ଦେଶ ଏବଂ କ୍ରିକେଟ୍‌ ବୋର୍ଡ ପାଇଁ ବଡ଼ ଖୁସିଖବର । ଆମକୁ ଟୁର୍ଣ୍ଣାମେଣ୍ଟରେ ଭଲ ପ୍ରଦର୍ଶନ କରିବାକୁ ପଡ଼ିବ । ଅନ୍ୟଦେଶର ଖେଳାଳିଙ୍କ ସହ ରହିବା ଏବଂ ଶିଖିବା ଆଦି ହୋଇପାରିବ । ଏହା କ୍ରିକେଟରଙ୍କ ପାଇଁ ଗର୍ବର କଥା ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri