Posted inଖେଳ

ରାହୁଲ ଦ୍ରାବିଡ ହିଁ ରହିବେ ଟିମ ଇଣ୍ଡିଆର କୋଚ୍‌, ଘୋଷଣା କଲା ବିସିସିଆଇ

ନୂଆଦିଲ୍ଲୀ,୨୯।୧୧: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରାହୁଲ ଦ୍ରାବିଡ ଟିମ ଇଣ୍ଡିଆର କୋଚ୍‌ ରହିବେ ବୋଲି ଘୋଷଣା କରିଛି। ବିସିସିଆଇ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛି। ଏଥି ସହିତ କୋଚିଂ ଷ୍ଟାଫରେ କୌଣସିି ପରିବର୍ତ୍ତନ ହୋଇନାହିଁ। ଏହାର ଅର୍ଥ ହେଉଛି ଦ୍ରାବିଡ ମୁଖ୍ୟ ପ୍ରଶିକ୍ଷକ ରହିବେ। ବିକ୍ରମ ରାଠୋର ବ୍ୟାଟିଂ କୋଚ୍‌, ପାରାସ ହ୍ମମ୍ବ୍ରେ ବୋଲିଂ କୋଚ୍‌ ଭାବରେ ଏବଂ ଟି ଦିଲୀପ ଫିଲ୍ଡିଂ କୋଚ୍‌ ଭାବରେ ରହିବେ।

ବିସିସିଆଇ ଏକ ବିଜ୍ଞପ୍ତି ଜାରି କରି କହିଛି ଯେ ନିକଟରେ ଶେଷ ହୋଇଥିବା ବିଶ୍ୱକପ୍‌ ପରେ ଚୁକ୍ତିନାମା ଅବଧି ଶେଷ ହେବା ପରେ ବିସିସିଆଇ ରାହୁଲ ଦ୍ରାବିଡଙ୍କ ସହ ଆଲୋଚନା କରିଥିଲା ଏବଂ କାର୍ଯ୍ୟକାଳ ବୃଦ୍ଧି କରିବାକୁ ସର୍ବସମ୍ମତି କ୍ରମେ ରାଜି ହୋଇଥିଲା। ଭାରତୀୟ ଦଳ ଗଠନ କରିବାରେ ବୋର୍ଡ ଦ୍ରାବିଡଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ବୀକାର କରିଛି ଏବଂ ତାଙ୍କର ଅସାଧାରଣ ବୃତ୍ତିଗତତାକୁ ପ୍ରଶଂସା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri