Posted inଖେଳ

ଟିମ ଇଣ୍ଡିଆକୁ ଅଲବିଦା କହିବା ପୂର୍ବରୁ ଦ୍ରାବିଡ ଦେଲେ ଶେଷ ଭାଷଣ, ଭିଡିଓରେ ଦେଖନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୨।୭: ରାହୁଲ ଦ୍ରାବିଡ ଟି -୨୦ ବିଶ୍ୱକପ୍‌ ୨୦୨୪ ପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ଦଳର ମୁଖ୍ୟ ପ୍ରଶିକ୍ଷକ ରହିଥିଲେ। ଟୁର୍ନାମେଣ୍ଟ ଶେଷ ହେବା ସହିତ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହୋଇଛି। ବର୍ତ୍ତମାନ ଟିମ ଇଣ୍ଡିଆ ଏକ ନୂଆ କୋଚ୍‌ ପାଇବ। ଦଳକୁ ବିଦାୟ ଦେବା ପୂର୍ବରୁ ଦ୍ରାବିଡ ଡ୍ରେସିଂ ରୁମରେ ଏକ ଶେଷ ଭାଷଣ ଦେଇଛନ୍ତି। ତେବେ ଆସନ୍ତୁ ଜାଣିବା ଦ୍ରାବିଡ ତାଙ୍କର ଶେଷ ଭାଷଣରେ କ’ଣ କହିଛନ୍ତି।

ରାହୁଲ କହିଛନ୍ତି, ମୋତେ ଏହି ଚମତ୍କାର ସ୍ମୃତିର ଏକ ଅଂଶ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ। ଆପଣ ସମସ୍ତେ ଏହି ମୁହୂର୍ତ୍ତକୁ ମନେ ରଖିବେ। ଏହା ରନ କିମ୍ବା ଉଇକେଟ୍‌ ବିଷୟରେ ନୁହେଁ। ଆପଣ ନିଜ କ୍ୟାରିୟରକୁ ମନେ ରଖିବେ। ମୁଁ ତୁମ ସମସ୍ତଙ୍କ ପାଇଁ ଏହାଠାରୁ ଅଧିକ ଗର୍ବିତ ହୋଇପାରିବି ନାହିଁ। ଯେଉଁଭଳି ଭାବେ ତୁମେମାନେ ମଇଦାନକୁ ଆସି ଲଢିଲ ଗର୍ବର କଥା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri