Posted inଜାତୀୟ

କୋଇଲା ଖଣି କର୍ମଚାରୀଙ୍କୁ ଭେଟିଲେ ରାହୁଲ, ଶୁଣିଲେ ଅଭିଯୋଗ

ହାଇଦ୍ରାବାଦ,୧୯।୧୦: ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ସମସ୍ତ ଦଳ ପ୍ରଚାର ଆରମ୍ଭ କରିଛନ୍ତି। ଏହି ସମୟରେ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ତେଲଙ୍ଗାନାର ସିଙ୍ଗରେନି କୋଇଲା ଖଣି (SCCL) ରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ଭେଟିଥିଲେ।

କଂଗ୍ରେସ ପକ୍ଷରୁ ଏମପି ରାହୁଲ ଗାନ୍ଧୀ ଏବଂ ଏସସିସିଏଲରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଫଟୋ ସୋସିଆଲ ମିଡିଆ ଏକ୍ସରେ ଶେୟାର କରିଛି। ଏହି ଫଟୋରେ କଂଗ୍ରେସ ନେତା କର୍ମଚାରୀଙ୍କ ସହ କଥାବାର୍ତ୍ତା କରୁଥିବା ଏବଂ ଫଟୋଗ୍ରାଫି କରୁଥିବା ଦେଖିବାକୁ ମିଳିଛି।
ତେଲଙ୍ଗାନାରେ ନିର୍ବାଚନ ପ୍ରଚାର ରୋଡ ଶୋ ସମୟରେ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଭାଜପା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଖୁବ ବର୍ଷିଛନ୍ତି।
ସେ କହିଛନ୍ତି, ନରେନ୍ଦ୍ର ମୋଦି ଆସି ଆପଣଙ୍କୁ କହିବେ ଯେ ମୁଁ ପ୍ରତ୍ୟେକ ବ୍ୟାଙ୍କ ଆକାଉଣ୍ଟରେ ୧୫ ଲକ୍ଷ ଟଙ୍କା ରଖିବି। ମୁଁ ବିମୁଦ୍ରୀକରଣ ମାଧ୍ୟମରେ କଳା ଟଙ୍କା ବିରୋଧରେ ଲଢିବି। ସେ ଆସି କହିବେ ଯେ ଜିଏସଟି ଗରିବ ଲୋକଙ୍କୁ ଉପକୃତ କରିବ। ଅନ୍ୟପକ୍ଷରେ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୁଁ ପ୍ରତ୍ୟେକ ଗରିବ ଲୋକଙ୍କୁ ୩ ଏକର ଜମି ଦେବି। ଏହି ଲୋକମାନେ ଗୋଟିଏ ପରେ ଗୋଟିଏ ମିଛ କୁହନ୍ତି, କିନ୍ତୁ ମୁଁ ଆପଣଙ୍କୁ ମିଛ କହିବାକୁ ଆସି ନାହିଁ। ତେବେ ତେଲଙ୍ଗାନରେ କଂଗ୍ରେସକୁ ମଜଭୁତ କରିବାକୁ ରାହୁଲ ତାଙ୍କର ପ୍ରୟାସ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri