Posted inଜାତୀୟ

କୋଇଲା ଖଣି କର୍ମଚାରୀଙ୍କୁ ଭେଟିଲେ ରାହୁଲ, ଶୁଣିଲେ ଅଭିଯୋଗ

ହାଇଦ୍ରାବାଦ,୧୯।୧୦: ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ସମସ୍ତ ଦଳ ପ୍ରଚାର ଆରମ୍ଭ କରିଛନ୍ତି। ଏହି ସମୟରେ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ତେଲଙ୍ଗାନାର ସିଙ୍ଗରେନି କୋଇଲା ଖଣି (SCCL) ରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ଭେଟିଥିଲେ।

କଂଗ୍ରେସ ପକ୍ଷରୁ ଏମପି ରାହୁଲ ଗାନ୍ଧୀ ଏବଂ ଏସସିସିଏଲରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଫଟୋ ସୋସିଆଲ ମିଡିଆ ଏକ୍ସରେ ଶେୟାର କରିଛି। ଏହି ଫଟୋରେ କଂଗ୍ରେସ ନେତା କର୍ମଚାରୀଙ୍କ ସହ କଥାବାର୍ତ୍ତା କରୁଥିବା ଏବଂ ଫଟୋଗ୍ରାଫି କରୁଥିବା ଦେଖିବାକୁ ମିଳିଛି।
ତେଲଙ୍ଗାନାରେ ନିର୍ବାଚନ ପ୍ରଚାର ରୋଡ ଶୋ ସମୟରେ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଭାଜପା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ଖୁବ ବର୍ଷିଛନ୍ତି।
ସେ କହିଛନ୍ତି, ନରେନ୍ଦ୍ର ମୋଦି ଆସି ଆପଣଙ୍କୁ କହିବେ ଯେ ମୁଁ ପ୍ରତ୍ୟେକ ବ୍ୟାଙ୍କ ଆକାଉଣ୍ଟରେ ୧୫ ଲକ୍ଷ ଟଙ୍କା ରଖିବି। ମୁଁ ବିମୁଦ୍ରୀକରଣ ମାଧ୍ୟମରେ କଳା ଟଙ୍କା ବିରୋଧରେ ଲଢିବି। ସେ ଆସି କହିବେ ଯେ ଜିଏସଟି ଗରିବ ଲୋକଙ୍କୁ ଉପକୃତ କରିବ। ଅନ୍ୟପକ୍ଷରେ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୁଁ ପ୍ରତ୍ୟେକ ଗରିବ ଲୋକଙ୍କୁ ୩ ଏକର ଜମି ଦେବି। ଏହି ଲୋକମାନେ ଗୋଟିଏ ପରେ ଗୋଟିଏ ମିଛ କୁହନ୍ତି, କିନ୍ତୁ ମୁଁ ଆପଣଙ୍କୁ ମିଛ କହିବାକୁ ଆସି ନାହିଁ। ତେବେ ତେଲଙ୍ଗାନରେ କଂଗ୍ରେସକୁ ମଜଭୁତ କରିବାକୁ ରାହୁଲ ତାଙ୍କର ପ୍ରୟାସ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?