ରାହୁଲଙ୍କ ଅଭିଯୋଗ, ସରକାରଙ୍କୁ ପ୍ରଶ୍ନ କରୁଥିବା ଲୋକଙ୍କୁ କରାଯାଉଛି ଆକ୍ରମଣ, ବିବିସିର ଦେଲେ ଉଦାହରଣ

ଲଣ୍ଡନ/ନୂଆଦିଲ୍ଲୀ,୫ ।୩: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଶନିବାର ଲଣ୍ଡନରେ ମିଡିଆକୁ ସମ୍ବୋଧନ କରିବା ସମୟରେ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ସରକାର ଉପରେ ଖୁବ୍ ବର୍ଷିଛନ୍ତି । ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଅଭିଯୋଗ କରିଛନ୍ତି, ଯଦି କେହି ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ସରକାର ଉପରେ ପ୍ରଶ୍ନ ଉଠାଉଛି ତେବେ ତାଙ୍କୁ ଆକ୍ରମଣ କରାଯାଉଛି । ସେ ତାଙ୍କର ଏହି ବୟାନ ସପକ୍ଷରେ ବିବିସି ବିରୋଧରେ ଆୟକର ବିଭାଗର ସଦ୍ୟତମ ସର୍ଭେର ଉଦାହରଣ ଦେଇଥିଲେ ଓ କହିଥିଲେ ବ୍ରିଟିଶ ବ୍ରଡକାଷ୍ଟିଂ କର୍ପୋରେଶନ(ବିବିସି) ସହ ମଧ୍ୟ ଏମିତି ହୋଇଛି ।
ରାହୁଲ ଅଭିଯୋଗ କରିଛନ୍ତି, ଯେ ବିବିସି ବିରୋଧରେ ହୋଇଥିବା ସର୍ଭେ କାର୍ଯ୍ୟ ହେଉଛି ‘ଦେଶରେ ସ୍ୱର ଦମନ’ର ଏକ ଉଦାହରଣ । ସେଥିପାଇଁ ସେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ଦେଶବାସୀଙ୍କୁ ନିରବ କରିବାକୁ ଉଦ୍ୟମ କରିବା ବିରୋଧରେ ‘ଭାରତ ଯୋଡୋ ଯାତ୍ରା’କୁ ଅଭିବ୍ୟକ୍ତିର ସ୍ୱାଧିନତା ଭାବେ ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?