Posted inଜାତୀୟ

୫ହଜାର କଂଗ୍ରେସ ନେତାଙ୍କ ଆକାଉଣ୍ଟ ବନ୍ଦ କଲା ଟୁଇଟର: ରାହୁଲ କହିଲେ, ଏହା ଲକ୍ଷାଧିକ ଫଲୋଅର୍ସଙ୍କ ଅପମାନ

ନୂଆଦିଲ୍ଲୀ,୧୩।୮: ମାଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟୁଇଟର କଂଗ୍ରେସର ଅଫିସିଆଲ ଆକାଉଣ୍ଟ ସହ ୫ହଜାରରୁ ଊର୍ଦ୍ଧ୍ୱ ଦଳର ନେତାଙ୍କ ଆକାଉଣ୍ଟକୁ ବନ୍ଦ କରିଦେଇଛି। ଏନେଇ କଂଗ୍ରେସ ଅଭିଯୋଗ ଆଣିଛି। କଂଗ୍ରେସ ନେତାଙ୍କ ବିରୋଧରେ ଟୁଇଟରର ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଯାହାଫଳରେ ଟୁଇଟର ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅନ୍ୟପଟେ ଟୁଇଟରର ଏଭଳି କାର୍ଯ୍ୟାନୁଷ୍ଠାନକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତାଙ୍କ ଆକାଉଣ୍ଟ ବନ୍ଦ କରିବା ଲକ୍ଷାଧିକ ଫଲୋଅର୍ସଙ୍କ ଅପମାନ। ଏହା କେବଳ ରାହୁଲ ଗାନ୍ଧୀଙ୍କ ଉପରେ ଆକ୍ରମଣ ନୁହେଁ ବରଂ ଗଣତନ୍ତ୍ର ବ୍ୟବସ୍ଥା ଉପରେ ଆକ୍ରମଣ। ବର୍ତ୍ତମାନ ଦେଶର ଗଣତନ୍ତ୍ର ବିପଦରେ ରହିଛି ବୋଲି ରାହୁଲ କହିଛନ୍ତି। ଏଥିସହ ଏହାକୁ ନେଇ ରାହୁଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଟୁଇଟର ସରକାରଙ୍କ ଚାପରେ କାର୍ଯ୍ୟ କରୁଛି। ଆକାଉଣ୍ଟ ବନ୍ଦ କରି ସରକାର କଂଗ୍ରେସର ରାଜନୈତିକ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଛନ୍ତି। ଏହା ଦେଶର ଗଣତାନ୍ତ୍ରିକ ଗଠନ ଉପରେ ଆକ୍ରମଣ, ରାହୁଲ ଗାନ୍ଧୀଙ୍କ ଉପରେ ଆକ୍ରମଣ ନୁହେଁ। ଟୁଇଟରରେ ରାହୁଲଙ୍କ ୨କୋଟିରୁ ଅଧିକ ଫଲୋଅର୍ସ ଅଛନ୍ତି। ଆକାଉଣ୍ଟ ବନ୍ଦ କରି ଫଲୋଅର୍ସଙ୍କ ବିଚାରଧାରାକୁ କ୍ଷୁଣ୍ଣ କରାଯାଉଛି ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri