Posted inଜାତୀୟ

ପଞ୍ଜାବରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଉପରୁ ପରଦା ଉଠାଇଲା କଂଗ୍ରେସ

ଚଣ୍ଡିଗଡ, ୬।୨: ଶେଷରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପଞ୍ଜାବରେ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିଛନ୍ତି। ଚରଣଜିତ ସିଂ ଚନ୍ନି କଂଗ୍ରେସର ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ସୂଚନା ଦେଇଛନ୍ତି। ରାହୁଲ କହିଛନ୍ତି, ଚନ୍ନି ଗରିବ ଘରର। ତାଙ୍କ ମଧ୍ୟରେ କୌଣସି ଅହଂକାର ନାହିଁ। ତିନିମାସ ମଧ୍ୟରେ ସମସ୍ତେ ଏହାକୁ ଦେଖିଲେ। ଚନ୍ନି ଜୀ ଗରିବ ଲୋକଙ୍କ ପାଇଁ କାମ କରୁଛନ୍ତି। କଂଗ୍ରେସର ଅନେକ ହୀରା ଅଛି, ଏହି ହୀରା ମଧ୍ୟରୁ ଗୋଟିଏ ବାଛିବା ସହଜ ନ ଥିଲା ବୋଲି ରାହୁଲ କହିଛନ୍ତି।
ଏଥିସହ ରାହୁଲ କହିଛନ୍ତି, ମୋତେ କୁହାଯାଇଛି ଯେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ନିଆଯିବା ଆବଶ୍ୟକ। ଏହା ମୋର ନିଷ୍ପତ୍ତି ନୁହେଁ। ଏହା ହେଉଛି ପଞ୍ଜାବର ନିଷ୍ପତ୍ତି। ମୁଁ କୌଣସି ନିଷ୍ପତ୍ତି ନେଇ ନାହିଁ, ମୁଁ ପଞ୍ଜାବର ଲୋକଙ୍କୁ ପଚାରିଲି। ସେହି ଲୋକମାନେ ମୋତେ ଯାହା କହିଲେ ଆଜି ମୁଁ ତୁମକୁ ସେହି ନିଷ୍ପତ୍ତି ଶୁଣାଇଛି। ଲୋକେ କେବଳ ଏକ ଗରିବ ପରିବାରର ପୁଅକୁ ମୁଖ୍ୟମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri