Posted inଜାତୀୟ

‘କେବଳ ନରେନ୍ଦ୍ର ମୋଦି କରିପାରିବେ ମାନହାନୀ ମୋକଦ୍ଦମା’: ସୁରଟ କୋର୍ଟରେ ରାହୁଲଙ୍କ ଯୁକ୍ତି

ସୁରଟ,୪।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୁରଟ କୋର୍ଟରେ ତାଙ୍କୁ ହୋଇଥିବା ସଜା ଉପରେ ଚ୍ୟାଲେଞ୍ଜ କରି କହିଛନ୍ତି, କେବଳ ନରେନ୍ଦ୍ର ମୋଦି ହିଁ ତାଙ୍କ ବିରୋଧରେ ମାମଲା କରିପାରିବେ। କଂଗ୍ରେସ ନେତା ଅପରାଧିକା ମାନହାନି ମାମଲାରେ ତାଙ୍କର ସଜାକୁ ଚ୍ୟାଲେଞ୍ଜ କରି ସୋମବାର ସୁରଟର ସେସନ କୋର୍ଟରେ ତାଙ୍କର ଅପିଲ ଦାୟର କରିଛନ୍ତି।
ସୂଚନାଯୋଗ୍ୟ, ଏହି ମାମଲରେ ରାହୁଲଙ୍କୁ ଜାମିନ ମିଳିଥିବା ବେଳେ ସେ କରିଥିବା ଚ୍ୟାଲେଞ୍ଜର ପରବର୍ତ୍ତି ଶୁଣାଣି ଏପ୍ରିଲ ୧୩ରେ ହେବ ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ମୋଦି ସରନେମ ବୟାନକୁ ନେଇ ସୁରଟର ସିଜେଏମ କୋର୍ଟ ୨୩ ମାର୍ଚ୍ଚରେ ରାହୁଲ ଗାନ୍ଧୀଙ୍କୁ ୨ ବର୍ଷର ସଜା ଶୁଣାଇଛନ୍ତି। ୨୦୧୯ରେ କର୍ନାଟକର କୋଲାରରେ ଏକ ନିର୍ବାଚନି ସଭାରେ ରାହୁଲ କହିଥିଲେ, ’ଲଳିତ ମୋଦି, ନିରବ ମୋଦି, ନରେନ୍ଦ୍ର ମୋଦି କେମିତି ସମସ୍ତ ୪ ଜଣଙ୍କ କମନ ସରନେମ ମୋଦି ହୋଇଛି। ଏହି ବୟାନ ବିରୋଧରେ ଭାରତୀୟ ଜନତା ପାର୍ଟି(ଭାଜପା)ର ବିଧାୟକ ଓ ଗୁଜରାଟ ସରକାରରେ ଥିବା ପୂର୍ବତନ ମନ୍ତ୍ରୀ ପୁର୍ଣ୍ଣେଶ ମୋଦି ଅଭିଯୋଗ କରିଥିଲେ। ଏହି ମାମଲାରେ ରାହୁଲ ଗାନ୍ଧୀଙ୍କୁ ସଜା ଶୁଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri