Posted inଜାତୀୟ

କୃଷକଙ୍କୁ ପୁଞ୍ଜିପତିଙ୍କ ଗୁଲାମ କରିବାକୁ ଚାହୁଁଛନ୍ତି ମୋଦି: ରାହୁଲ

ନୂଆଦିଲ୍ଲୀ,୨୦ ।୯: କୃଷି ବିଲ୍‌କୁ ନେଇ କଂଗ୍ରେସ ସମେତ ସମସ୍ତ ବିରୋଧି ଦଳ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଏହାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦି ସରକାରଙ୍କୁ ଘେରିଛନ୍ତି । ରବିବାର ଏହି ବିଧେୟକକୁ ନେଇ ରାହୁଲ ମୋଦି ସରକାରଙ୍କୁ ପ୍ରଶ୍ନ କରିଛନ୍ତି । ରାହୁଲ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଏବେ କୃଷକଙ୍କୁ ପୁଞ୍ଜିପତିଙ୍କ ଗୁଲାମ କରିବାକୁ ଯାଉଛନ୍ତି । ଟୁଇଟ୍ କରି ସେ ପ୍ରଶ୍ନ କରିଛନ୍ତି, ଏପିଏମ୍‌ସି/ କୃଷକ ବଜାର ଶେଷ ହେବା ପରେ ଏମ୍‌ଏସ୍‌ପି କିପରି ମିଳିବ । ଏମ୍‌ଏସ୍‌ପିର ଗ୍ୟାରେଣ୍ଟି କାହିଁକି ନାହିଁ । ତେଣୁ ମୋଦି ସରକାର ଯାହା କରିବାକୁ ଯାଉଛନ୍ତି ତାହା କରିବାକୁ ଦିଆଯିବ ନାହିଁ । ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ରାହୁଲ କୃଷି ବିଧେୟକକୁ ନେଇ କହିଥିଲେ କି ମୋଦି ସରକାରଙ୍କ ଉପରୁ କୃଷକଙ୍କ ଭରସା ଉଠି ଗଲାଣି । କାରଣ ପ୍ରଥମରୁ ହିଁ ମୋଦି ସରକାରଙ୍କ କହିବା ଓ କରିବାରେ ପାର୍ଥକ୍ୟ ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ଯାତ୍ରା ଚାଲିଥିବା ବେଳେ ମଞ୍ଚରେ ପଡିଗଲେ ଅଭିନେତା ପିୟୁଷ, ତାପରେ….

ଦେବଗଡ଼,୨୭ା୮(ଶଶାଙ୍କ ଶେଖର ଝାଙ୍କର): ମୁଣ୍ଡ ବୁଲାଇ ମଞ୍ଚରେ ପଡିଗଲେ ଯାତ୍ରା ଅଭିନେତା ପିୟୁଷ ତ୍ରିପାଠୀ । ବାରକୋଟ ବ୍ଳକ ବାସୁପାଲି ଗାଁରେ ଯାତ୍ରା ପରିବେଷଣ ବେଳେ ଏହି…

୩ ସନ୍ତାନର କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟଙ୍କ ଜନ୍ମଦିନ ପାର୍ଟି ଅପ୍ରତ୍ୟାଶିତ ଭାବରେ ପରିଣତ ହେଲା ନିର୍ବନ୍ଧ ଉତ୍ସବରେ; ଆଶ୍ଚର୍ଯ୍ୟ ହୋଇଗଲେ ଉସେନ ବୋଲ୍ଟଙ୍କ ମଙ୍ଗେତର

ନୂଆଦିଲ୍ଲୀ,୨୭।୮: କିମ୍ବଦନ୍ତୀ ଅଲିମ୍ପିକ ଆଥଲେଟ ଉସେନ ବୋଲ୍ଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ଜାମାଇକାରେ ତାଙ୍କ 40ତମ ଜନ୍ମଦିନ ପାଳନ ସମୟରେ ତାଙ୍କ ପ୍ରେମିକା କାସି…

ଜମିଛି ଆବର୍ଜନା-ନର୍ଦ୍ଦମାପାଣି: ବଢୁଛି ସଂକ୍ରାମକ ରୋଗ ଭୟ

ବରଗଡ଼,୨୭ା୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପରିମଳ ଓ ଜଳ ନିଷ୍କାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ସହରର ଯୁଆଡ଼େ ଦେଖିଲେ କୁଢ଼କୁଢ଼ ମଇଳା, ଆବର୍ଜନା ପଡ଼ିରହିଛି। ସେହିପରି ନିଷ୍କାସନ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri