Posted inଜାତୀୟ

ମୋଦି ହିଁ କରୁଛନ୍ତି ଭାରତର ଅପମାନ: ରାହୁଲ

ନୂଆଦିଳ୍ଲୀ,୫ ।୩: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ପୁଣିଥରେ ବିଦେଶ ମାଟିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ଏହାସହ ସେ ଭାରତକୁ ଅପମାନ କରିଥିବା ଭାରତୀୟ ଜନତା ପାର୍ଟି(ଭାଜପା)ର ବୟାନର ଜବାବ ଦେଇଛନ୍ତି । ରାହୁଲ କହିଛନ୍ତି ମୋଦି ନିଜେ କହିଛନ୍ତି ଦେଶରେ ୬୦-୭୦ ବର୍ଷରେ କିଛି ହୋଇ ନାହିଁ । ସେ ଏମିତି କହି ଭାରତୀୟ ଓ ତାଙ୍କ ଦାଦାଦାଦିଙ୍କ ଅପମାନ କରିଥିବା ରାହୁଲ କହିଛନ୍ତି । ଏହାସହ ଭାରତ ଏକ ଦଶକ ହରାଇ ଦେଇଛି ଏସବୁ କଥା ମୋଦି ହିଁ ବିଦେଶ ମାଟିରେ କହିଛନ୍ତି ।
ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ଲଣ୍ଡନରେ ଇଣ୍ଡିଆନ ଜର୍ନାଲିଷ୍ଟ ଆସୋସିଏଶନର କାର୍ଯ୍ୟକ୍ରମରେ ଭାଜପାର ସେହି ଅଭିଯୋଗର ଜବାବ ଦେଉଥିଲେ ଯେଉଁଥିରେ ସେ ଭାରତର ଅପମାନ କରିଥିବା ଅଭିଯୋଗ କରାଯାଇଥିଲା । କେବଳ ସେତିକି ନୁହେଁ ସେ ତାଙ୍କ ଭାରତ ଯୋଡୋ ଯାତ୍ରାର ତୁଳନା ଭାଜପାର ୩ ଦଶକ ପୁରୁଣା ରଥଯାତ୍ରା ସହ କରିଛନ୍ତି । ସେ କହିଛନ୍ତି ଭାଜପାର ବି ରଥ ଯାତ୍ରା ଥିଲା, କେବଳ ଫରକ ଏତିକି ଥିଲା ସେହି ଯାତ୍ରାର କେନ୍ଦ୍ର ଥିଲା ଏକ ରଥ ଯାହା ରାଜାର ପ୍ରତିକ ଥିଲା । ଆମର ରଥ ଲୋକଙ୍କୁ ଏକାଠି କରୁଥିଲା କୋଳାଗ୍ରତ କରୁଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri