Posted inଜାତୀୟ

ରାହୁଲ ଗାନ୍ଧୀ କହିଲେ, ଜୁଲାଇ ମାସ ଆସିଲା..ଟିକା ନାହିଁ: ଜବାବରେ ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ କଡ଼ା ପ୍ରତିକ୍ରିୟା

ନୂଆଦିଲ୍ଲୀ,୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ କରୋନା ଟିକାକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ପୁଣି ବର୍ଷିଛନ୍ତି। ଶୁକ୍ରବାର ଟୁଇଟ୍‌ କରି ସେ କହିଛନ୍ତି ଜୁଲାଇ ମାସ ଆସିଯାଇଛି, କିନ୍ତୁ ଟିକା ଆସି ନାହିଁ। ରାହୁଲଙ୍କ ଏହି ଟୁଇଟ ପରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ ଏବଂ କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ଟିକା ଉପରେ ଛୋଟ ରାଜନୀତି ନ କରିବାକୁ କଂଗ୍ରେସ ନେତାଙ୍କୁ ନିବେଦନ କରିଛନ୍ତି। ରାହୁଲଙ୍କ ଟୁଇଟ୍‌ର ଜବାବ ଦେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ କହିଛନ୍ତି, ଗତକାଲି ମୁଁ ଜୁଲାଇ ମାସରେ ଟିକା ଉପଲବ୍ଧତା ସମ୍ପର୍କରେ ସୂଚନା ଦେଇଛି। ରାହୁଲ ଗାନ୍ଧୀ ଜୀଙ୍କର ଅସୁବିଧା କ’ଣ? ସେ ପଢନ୍ତି ନାହିଁ କି, ସେମାନେ ବୁଝନ୍ତି ନାହିଁ? ଅହଙ୍କାର ଏବଂ ଅଜ୍ଞତାର ଭୂତାଣୁ ପାଇଁ କୌଣସି ଟିକା ନାହିଁ। କଂଗ୍ରେସ ଏହାର ନେତୃତ୍ୱ ତଥା ଦଳକୁ ପରିଚାଳନା କରିବା ଉପରେ ଧ୍ୟାନ ଦେବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପରାଧିକ ପ୍ରକ୍ରିୟା (ପରିଚୟ) ବିଲ୍‌ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୬।୪: ଆପରାଧିକ ପ୍ରକ୍ରିୟା (ପରିଚୟ) ବିଲ୍‌, ୨୦୨୨ ଲୋକ ସଭା ପରେ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ରାଜ୍ୟ...

ବୋହୂ-ପୁଅ ଜୀବନରେ ମାରିବାକୁ ଦେଉଛନ୍ତି ଧମକ: ପ୍ରଧାନମନ୍ତ୍ରୀଙ୍କ ସହାୟତା ଲୋଡିଲେ ବୃଦ୍ଧ ଦମ୍ପତି…

ନୂଆଦିଲ୍ଲୀ,୧୨।୮ : ପୁଅ ଏବଂ ବୋହୂ ଦ୍ୱାରା ଅସୁବିଧାରେ ପଡ଼ିଥିବା ବୃଦ୍ଧ ଦମ୍ପତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ଲୋଡିଛନ୍ତି। ୭୩ ବର୍ଷ ବୟସ୍କ ବାପା...

‘ନିର୍ଭୟା’ଙ୍କୁ ମିଳିଲା ନ୍ୟାୟ: ଫାଶୀଖୁଣ୍ଟରେ ଝୁଲିଲେ ୪ ଦୋଷୀ

ନୂଆଦିଲ୍ଲୀ,୨୦ା୩: ଦୀର୍ଘ ୭ ବର୍ଷ ପରେ ‘ନିର୍ଭୟା’ଙ୍କୁ ନ୍ୟାୟ ମିଳିଛି। ନିର୍ଭୟା ଗଣବଳାତ୍କାର ଘଟଣାରେ ୪ ଦୋଷୀ ଅକ୍ଷୟ ଠାକୁର, ପବନ ଗୁପ୍ତା, ବିନୟ ଶର୍ମା...

ପ୍ରେମିକାକୁ ୩୦ ବର୍ଷ ତଳେ ଦେଇଥିଲେ କଥା ‘ ଦିନେ ମୁଖ୍ୟମନ୍ତ୍ରୀ ହେବି ’

ଗୁଆହାଟି, ୧୦।୫- ‘ ଦିନେ ମୁଁ ମୁଖ୍ୟମନ୍ତ୍ରୀ ହେବି ’। ୩୦ ବର୍ଷ ତଳେ ପ୍ରେମିକାଙ୍କୁ ଏଭଳି କଥା ଦେଇଥିଲେ ଆସାମର ନୂଆ ମୁଖ୍ୟମନ୍ତ୍ରୀ ହିମନ୍ତ...

ଜମ୍ମୁ-କଶ୍ମୀରର ୧୨ ଜିଲାରେ ହିମସ୍ଖଳନ ସମ୍ଭାବନା,ସତର୍କ ରହିବାକୁ ପରାମର୍ଶ

ଶ୍ରୀନଗର,୧୦।୨: ଜମ୍ମୁ-କଶ୍ମୀରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହିମସ୍ଖଳନ ହେବାର ସମ୍ଭାବନା ରହିଛି। ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଏନେଇ ଚେତାବନୀ ଜାରି କରିଛି। ରାଜ୍ୟର...

ଭେଣ୍ଟିଲେଟରରୁ ଇସିଏମ୍‌ଓକୁ ଗଲେ ଜେଟଲୀ

ନୂଆଦିଲ୍ଲୀ,୧୭।୮: ରାଜଧାନୀ ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଭେଣ୍ଟିଲେଟରରୁ ଇସିଏମ୍‌ଓ ବା...

ୟୁକ୍ରେନ୍‌ ଫେରନ୍ତା ମେଡ଼ିକାଲ ଛାତ୍ରୀଛାତ୍ରଙ୍କ ପାଇଁ ଏଫ୍‌ଏମ୍‌ଜିଇରେ ପରିବର୍ତ୍ତନ ଆଣିବେ କେନ୍ଦ୍ର ସରକାର, ଆଲୋଚନା ଜାରି…

ନୂଆଦିଲ୍ଲୀ,୫।୩ : ୟୁକ୍ରେନରୁ ସ୍ବଦେଶ ଫେରିଥିବା ଭାରତୀୟ ଡାକ୍ତରୀ ଛାତ୍ରୀଛାତ୍ରମାନଙ୍କୁ ଭାରତର କଲେଜଗୁଡ଼ିକରେ ଅଧ୍ୟୟନ କରିବା ପାଇଁ କେନ୍ଦ୍ର ଜାତୀୟ ମେଡିକାଲ କମିଶନଙ୍କ ସହ ପ୍ରଧାନମନ୍ତ୍ରୀ...

ଛତିଶଗଡ଼ ମାଓବାଦୀ ଆକ୍ରମଣ: ୨ ମୃତ

ସୁକମା,୨।୫: ଚତିଶଗଡ଼ର ସୁକମା ଜିଲାରେ ଥିବା କିସ୍ତରାମ ଅଞ୍ଚଳରେ ମାଓବାଦୀଙ୍କ ବର୍ବରତା ପୁଣି ଥରେ ଦେଖିବାକୁ ମିଳିଛି। ବୁଧବାର ରାତିରେ ଏଠାରେ ମାଓବାଦୀଙ୍କ ଆକ୍ରମଣରେ ୨ଜଣ...

Advertisement
Archives

Model This Week