Categories: ଜାତୀୟ

ବନିହାଲରେ ଅଟକିଲା ଭାରତ ଯୋଡୋ ଯାତ୍ରା

ଶ୍ରୀନଗର,୨୭।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରା ଜମ୍ମୁ-କଶ୍ମୀରର ବନିହାଲରେ ପହଞ୍ଚିିଛି। ସେଠାରେ ପହଞ୍ଚିବା ପରେ ଏହି ଯାତ୍ରାକୁ ଅଟକାଇ ଦିଆଯାଇଛି। ଅନ୍ୟପଟେ କଂଗ୍ରେସ ଅଭିଯୋଗ କରିଛି ଯେ, ସୁରକ୍ଷା ନ ମିଳିବାରୁ ଏହି ଯାତ୍ରାକୁ ଅଟକାଇବାକୁ ପଡ଼ିଛି। ଯେପର୍ଯ୍ୟନ୍ତ ଆମକୁ ସୁରକ୍ଷା ମିଳିନାହିଁ ସେପର୍ଯ୍ୟନ୍ତ ଯାତ୍ରାକୁ ଆଗକୁ ବଢ଼ାଇବା ବିପଦ ମୁକ୍ତ ନୁହେଁ।

Share