Posted inଜାତୀୟ

ଗରମ ଲୁହାରେ ହାତୁଡ଼ି ପିଟିଲେ ରାହୁଲ ଗାନ୍ଧୀ

ମଦୁରାଇ,୧୪।୧: ମକର ସଂକ୍ରାନ୍ତିରେ ଦକ୍ଷିଣ ଭାରତରେ ରାଜନୈତିକ ମହଲରେ ଉଷ୍ଣତା ଭରିବାରେ ଲାଗିଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ୍‌ ତାମିଲନାଡୁ ଗସ୍ତରେ ରହିଛନ୍ତି। ସେମାନେ ବିଭିନ୍ନ ଉତ୍ସବରେ ଯୋଗ ଦେଇଛନ୍ତି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଏହି ଅବସରରେ ତାମିଲନାଡୁର ମଦୁରାଇସ୍ଥିତ ଅଭାନିପୁରମ୍‌ରେ ଜାଲିକାଟ୍ଟୁ ଉତ୍ସବରେ ଯୋଗ ସ୍ଥାନୀୟ ଅନ୍ନଦାତାଙ୍କ ସହିତ ସାକ୍ଷାତ୍‌ କରିଛନ୍ତି। ଏପରି କରି ରାହୁଲ ଅନ୍ନଦାତାଙ୍କ ସମର୍ଥନ ହାତେଇବା ପାଇଁ ଉଦ୍ୟମ କରୁଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଅନ୍ନଦାତାମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏପରିସ୍ଥଳେ ରାହୁଲ ଲୁହା ଗରମ ଥିବାବେଳେ ହାତୁଡ଼ି ମାରିବା ଆରମ୍ଭ କରିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଲଲନଙ୍କ ପ୍ରଶ୍ନ, ନୀତୀଶଙ୍କ ଡିଏନଏ ଉପରେ ମନ୍ତବ୍ୟ କେଉଁ ପ୍ରକାରର ଅପମାନ ?…

ପାଟନା,୨୬।୩ : କଂଗ୍ରେସର ରାହୁଲ ଗାନ୍ଧୀଙ୍କୁ ଲୋକସଭା ସଦସ୍ୟତାରୁ ଅଯୋଗ୍ୟତା ଘୋଷଣା ପରେ ରବିବାର ଦଳର ନେତା ଓ କର୍ମୀମାନେ ସତ୍ୟାଗ୍ରହ ପାଳନ କରିଛନ୍ତି। ବର୍ତ୍ତମାନ...

ବନ୍ଦେ ଭାରତ ଟ୍ରେନ୍‌ରେ କରୋନାରୁ ଯାତ୍ରୀଙ୍କୁ ରଖାଯିବ ସୁରକ୍ଷିତ, ରହିଛି ଏସବୁ ବ୍ୟବସ୍ଥା…

ନୂଆଦିଲ୍ଲୀ, ୧୩।୯ : ଖୁବ ଶୀଘ୍ର ଟ୍ରାକରେ ଚାଲିବାକୁ ଯାଉଥିବା ବନ୍ଦେ ଭାରତ ଟ୍ରେନରେ କେତେକ ପରିବର୍ତ୍ତନ କରାଯାଇଛି। ଏହି ନୂତନ ବନ୍ଦେ ଭାରତ-୨ ଟ୍ରେନରେ...

ଜିଲା ସଭାପତିଙ୍କୁ ହାତ ଉଠାଇଲେ ସମାଜବାଦୀ ପାର୍ଟି ନେତା: ହସିଲେ ଅଖିଳେଶ

ଲକ୍ଷ୍ନୌ,୭।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ସରଗରମ ହୋଇଛି। ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ମଧ୍ୟ ଜୋରସୋରରେ ଚାଲିଛି। ନିକଟରେ ସମାଜବାଦୀ ପାର୍ଟି(ଏସ୍‌ପି)ପକ୍ଷରୁ ଅନୁଷ୍ଠିତ...

ସ୍ପେସ୍‌ଏକ୍ସ ରକେଟରେ ବିସ୍ଫୋରଣ

ନୂଆଦିଲ୍ଲୀ,୨୧ା୪: ବିଶ୍ୱର ସବୁଠୁ ପ୍ରଭାବଶାଳୀ ରକେଟ ଭାବେ ପରିଚିତ ସ୍ପେସ୍‌ଏକ୍ସର ଷ୍ଟାର୍‌ଶିପ୍‌ ଗୁରୁବାର ପ୍ରଥମ ପରୀକ୍ଷା ବେଳେ ବିସ୍ଫୋରଣ ହୋଇଛି। ଚନ୍ଦ୍ର, ମଙ୍ଗଳ ଏବଂ ଅନ୍ୟ...

କାମଚଳା ବାଚସ୍ପତି ହେବେ ଭାଜପା ଏମ୍‌ପି ବିରେନ୍ଦ୍ର କୁମାର

ନୂଆଦିଲ୍ଲୀ,୧୧।୬: ୧୭ତମ ଲୋକ ସଭା ପାଇଁ ଭାଜପାର ଏମ୍‌ପି ଡା. ବିରେନ୍ଦ୍ର କୁମାର କାମଚଳା ବାଚସ୍ପତି ଭାବେ ମନୋନୀତ ହୋଇଛନ୍ତି। ଏହା ପୂର୍ବରୁ କାମଚଳା ବାଚସ୍ପତି...

କିଙ୍ଗମେକର ସାଜିବକି ଜେଡିଏସ, ପ୍ରତି ମୁହୂର୍ତ୍ତରେ ବଦଳୁଛି ନମ୍ବର, କେବେ ଭାଜପା ତ କେବେ କଂଗ୍ରେସ

ବେଙ୍ଗାଲୁରୁ,୧୩।୫: କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ର ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏବେ ପ୍ରଥମ ପର୍ଯ୍ୟାୟ ଆରମ୍ଭରେ ୨୧୬ ଆସନର ଫଳାଫଳ ସାମ୍ନାକୁ ଆସିଛି। ଏଥିରୁ...

ଥରିଲା ଉତ୍ତର ଭାରତ: ଲୋକେ ଆତଙ୍କିତ

ନୂଆଦିଲ୍ଲୀ,୨୪।୯: ଦିଲ୍ଲୀ ଏନସିଆର୍‌ରେ ମଙ୍ଗଳବାର ଅପରାହ୍ନ ୪.୪୦ରେ ଭୂକମ୍ପ ଝଟକା ଲାଗିଛି। କେବଳ ଦିଲ୍ଲୀରେ ନୁହେଁ, ଉତ୍ତର ଭାରତର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଛି।...

୧୯ବର୍ଷ ହେଲା ଶୌଚାଳୟରେ କଟୁଛି ମହିଳାଙ୍କ ଜୀବନ

ଚେନ୍ନାଇ, ୨୫।୮: ତାମିଲନାଡୁର ମଦୁରାଇରେ ଜଣେ ମହିଳା ଦୀର୍ଘ ୧୯ବର୍ଷ ହେଲା ସାର୍ବଜନୀନ ଶୌଚାଳୟରେ ଜୀବନ କାଟୁଛନ୍ତି। ୬୫ବର୍ଷୀୟ କରୁପାୟୀ ରମନାଡ ଅଞ୍ଚଳରେ ଥିବା ଏକ...

Advertisement
Archives

Model This Week