Posted inଜାତୀୟ

କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଆଜି ପହଞ୍ଚିବ ତେଲେଙ୍ଗାନା

ନୂଆଦିଲ୍ଲୀ,୨୩ ।୧୦: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ‘ଭାରତ ଯୋଡୋ’ ଯାତ୍ରା ରବିବାର କର୍ନାଟକର ରାୟଚୁରରୁ ତେଲେଙ୍ଗାନାର ଗୁଡେବେଲ୍ଲୁର ପହଞ୍ଚିବ । ତେଲେଙ୍ଗାନାରେ ଏହି ପଦଯାତ୍ରା ମହବୁବନଗରର ଗୁଡେବେଲ୍ଲୁରରୁ ଆରମ୍ଭ ହେବ । କଂଗ୍ରେସର ତେଲେଙ୍ଗାନା ମୁଖ୍ୟ କର୍ନାଟକ-ତେଲେଙ୍ଗାନା ସୀମାରେ ଏହି ପଦଯାତ୍ରାକୁ ଭବ୍ୟ ସ୍ୱାଗତ କରିବାକୁ ସମସ୍ତ ପ୍ରସ୍ତୁତି କରିଛନ୍ତି ।
ଏହି ଯାତ୍ରାକୁ ନେଇ ସ୍ଥାନୀୟ କର୍ମୀଙ୍କ ମଧ୍ୟରେ ବି ବେଶ ଯୋସ ଦେଖିବାକୁ ମିଳିଛି । ଏମାନେ ରାହୁଲ ଗାନ୍ଧୀଙ୍କୁ ସ୍ୱାଗତ କରିବାକୁ ଉତ୍ସାହର ସହ ଅପେକ୍ଷା ରଖିଛନ୍ତି ।
ସୂଚନାଯୋଗ୍ୟ, ଗୁଡେବେଲ୍ଲୁରରେ ସକାଳ ଜଳଖିଆ ଖାଇ ଯାତ୍ରାରେ ସାମିଲ ସମସ୍ତ ଲୋକେ ଦୀପାବଳି ପାଇଁ ୨୬ ଅକ୍ଟୋବର ପର୍ଯ୍ୟନ୍ତ ବିଶ୍ରାମ ନେବେ । ଏହାପରେ ୨୭ ଅକ୍ଟୋବର ସକାଳୁ ଗୁଡେବେଲ୍ଲୁରରୁ ଏହି ଯାତ୍ରା ମକଟଲ ପହଞ୍ଚିବ । ଯାତ୍ରା ତେଲେଙ୍ଗାନାରେ ୧୬ ଦିନ ପର୍ଯ୍ୟନ୍ତ ଚାଲିବ । ଏହି ସମୟରେ ୧୯ ବିଧାନସଭା ଅଞ୍ଚଳ ଓ ୭ ସଂସଦୀୟ ଅଞ୍ଚଳରେ ୩୭୫ କିଲୋମିଟର ଦୂରତା ଅତିକ୍ରମ କରିବାର ଯୋଜନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri