Posted inଜାତୀୟ

ବିଜୟ ପାଇଁ ଜଣେ ସତ୍ୟାଗ୍ରହୀ ଯଥେଷ୍ଟ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨ ।୧୦: ଗାନ୍ଧୀ ଜୟନ୍ତି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ ତାଙ୍କ ଟୁଇଟର ଆକାଉଣ୍ଟରେ ଏକ ଭିଡିଓ ଶେୟାର କରି କୃଷକ ଆନ୍ଦୋଳନକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ରାହୁଲ କହିଛନ୍ତି ବିଜୟ ପାଇଁ ଜଣେ ସତ୍ୟାଗ୍ରହୀ ଯଥେଷ୍ଟ । ରାହୁଲ ଶେୟାର କରିଥିବା ଭିଡିଓରେ ମହାତ୍ମା ଗାନ୍ଧୀଙ୍କ ସତ୍ୟାଗ୍ରହ ଓ କୃଷକ ଆନ୍ଦୋଳନ ଦେଖିବାକୁ ମିଳିଛି । ଏହାର ଆରମ୍ଭରୁ ଲେଖାଯାଇଛି ସତ୍ୟାଗ୍ରହ ସେବେ ଆଉ ଏବେ । ଅସତ୍ୟ ଓ ଅନ୍ୟାୟ ବିରୋଧରେ ବାପୁ ସତ୍ୟାଗ୍ରହ କରିଥିଲେ । ଆଜି ଅନ୍ନଦାତା ସତ୍ୟାଗ୍ରହ କରୁଛନ୍ତି । ଏହାପରେ କୃଷକଙ୍କ ଉପରେ ହୋଇଥିବା ଲାଠିଚାର୍ଜର ଭିଡିଓ ଦେଖାଯାଉଛି । ଆଉ ଲେଖାଯାଉଛି ଏଠି ସମସ୍ତଙ୍କ ହୃଦୟରେ ବାପୁ ରହିଛନ୍ତି । ଏଠାକୁୁ କେତେଜଣ ଗଡସେ ଆଣିବେ । ତୁମର ଅତ୍ୟାଚାରରେ ଡରିବୁ ନାହିଁ, ତୁମର ଅନ୍ୟାୟ ଆଗରେ ମୁଣ୍ଡ ନୁଆଁଇବୁ ନାହିଁ, ଆମେ ଭାରତବାସୀ, ସତ୍ୟର ପଥରେ ଅଟକିବୁ ନାହିଁ ।

https://twitter.com/RahulGandhi/status/1444141998450032646?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1444141998450032646%7Ctwgr%5E%7Ctwcon%5Es1_&ref_url=https%3A%2F%2Fwww.amarujala.com%2Findia-news%2Fmahatma-gandhi-jayanti-2021-rahul-gandhi-commented-on-government-on-the-farmer-movement


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri