Posted inଜାତୀୟ

ଆମେଠିରୁ ନିର୍ବାଚନ ଲଢିବା ନେଇ ସ୍ପଷ୍ଟ କଲେ ରାହୁଲ, କହିଲେ ହାଇକମାଣ୍ଡ…

ନୂଆଦିଲ୍ଲୀ,୧୭।୪: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ଉତ୍ତରପ୍ରଦେଶ ଆମେଠି ଆସନରୁ ଭାଜପା ନେତା କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ବିପକ୍ଷରେ ନିର୍ବାଚନ ଲଢିବା ସମ୍ପର୍କରେ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ଯେ, ହାଇକମାଣ୍ଡ ଯାହା ନିଷ୍ପତ୍ତି ନେବେ, ସେ ଏହାକୁ ଗ୍ରହଣ କରିବେ।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗତ ଲୋକ ସଭା ନିର୍ବାଚନରେ କେରଳର ୱାୟନାଡ ଏବଂ ୟୁପିରେ ଆମେଠିରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ, କିନ୍ତୁ ସେ ସ୍ମୃତି ଇରାନୀଙ୍କଠାରୁ ପରାସ୍ତ ହୋଇଥିଲେ। ରାହୁଲ କେବଳ ୱାୟନାଡରୁ ଜିତିଥିଲେ। ଏଥର ମଧ୍ୟ କଂଗ୍ରେସ ରାହୁଲଙ୍କୁ ୱାୟନାଡରୁ ମଇଦାନକୁ ଓହ୍ଲାଇଛି। କିନ୍ତୁ ଆମେଠିକୁ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ ସନ୍ଦେହ ରହିଛି।

୨୦୧୯ ନିର୍ବାଚନରେ ରାହୁଲ ପରାଜୟ ପୂର୍ବରୁ ଆମେଠି ଆସନ କଂଗ୍ରେସର ଗଡ଼ ବୋଲି ବିବେଚନା କରାଯାଉଥିଲା। ୨୦୦୪, ୨୦୦୯ ଏବଂ ୨୦୧୪ରେ ରାହୁଲ ଏହି ଆସନରୁ ଲୋକ ସଭା ନିର୍ବାଚନରେ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ।…

ତ୍ରିଷାଙ୍କୁ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ବିଜୟ, ଉଦୟନିଧିଙ୍କୁ କହିଲେ ମୁଁ…

ନୂଆଦିଲ୍ଲୀ, ୭।୮: ତାମିଲନାଡୁ ଏବଂ କର୍ନାଟକ ମଧ୍ୟରେ କାବେରୀ ନଦୀ ଜଳକୁ ନେଇ ବିବାଦ ଜାରି ରହିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ବିଜୟ ଥାଲାପତି କହିଛନ୍ତି ଯେ,…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ବୈଠକ ପରେ ନୂଆ ଟିମ ଘୋଷଣା କଲା CJP, ୧୨ ଜଣଙ୍କୁ ଦାୟିତ୍ୱ; ଅଭିଜିତ ଦୀପକେଙ୍କୁ ମିଳିଲା ବଡ଼ ପଦ

ନୂଆଦିଲ୍ଲୀ, ୭।୮: କକରୋଚ ଜନତା ପାର୍ଟି (CJP)ର ଜାତୀୟ କାର୍ଯ୍ୟକାରିଣୀ ଗଠନ ହୋଇଛି। ଏଥିରେ ଅଭିଜିତ ଦୀପକେଙ୍କ ସମେତ ୧୨ ଜଣଙ୍କୁ ସ୍ଥାନ ମିଳିଛି। ଅଭିଜିତ ଦୀପକେଙ୍କ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri