Posted inଜାତୀୟ

ଏବେ ଅପେକ୍ଷା ସଦସ୍ୟତା ପଦକୁ: ଖାର୍ଗେ

ନୂଆଦିଲ୍ଲୀ,୪।୮: ମୋଦି ସରନେମ ମାମଲାରେ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ମିଳିବା ପରେ ବିରୋଧୀ ଦଳର ପ୍ରାୟ ସମସ୍ତ ନେତା ନିଜ ନିଜର ପ୍ରତିକ୍ରିୟା ରଖିଛନ୍ତି। ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି, ଏହା କେବଳ ରାହୁଲ ଗାନ୍ଧୀଙ୍କର ବିଜୟ ନୁହେଁ ବରଂ ସାଧାରଣ ଜନତାଙ୍କ ବିଜୟ।

ସେ କହିଛନ୍ତି, ଜଣେ ବ୍ୟକ୍ତି ଯିଏ ସତ୍ୟ ଏବଂ ଦେଶର ସ୍ବାର୍ଥ ପାଇଁ ଲଢୁଥିଲେ। ମୁଦ୍ରାସ୍ଫୀତି, ବେକାରୀ ବିରୁଦ୍ଧରେ ଲଢୁଛନ୍ତି। ଭରତ ଯୋଡୋ ଯାତ୍ରାରେ ଲୋକମାନେ ଭେଟିଥିଲେ, ସମସ୍ତଙ୍କ ଆଶୀର୍ବାଦ ଦ୍ୱାରା ଏହି ବିଜୟ ହାସଲ କରାଯାଇଛି। ରାହୁଲ ଗାନ୍ଧୀ ସତ୍ୟ ଏବଂ ଦେଶର ସ୍ବାର୍ଥ ପାଇଁ କନ୍ୟାକୁମାରୀ ଠାରୁ କାଶ୍ମୀର ପର୍ଯ୍ୟନ୍ତ ୪୦୦୦ କିଲୋମିଟରରୁ ଅଧିକ ପଦଯାତ୍ରା କରିଛନ୍ତି ଏବଂ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟିଛନ୍ତି, ସେମାନଙ୍କ ଆଶୀର୍ବାଦ ଆମ ପାଖରେ ଅଛି।
ତେବେ ମୋଦି ସରନେମ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତ୍ରୁଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ ଖୁସି ବ୍ୟକ୍ତ କରିଛନ୍ତି। କେବଳ ସେତିକି ନୁହେଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜରିଓ୍ବାଲ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri