Posted inଜାତୀୟ

ରାହୁଲଙ୍କୁ ମିଳିବ କି ଆଶ୍ୱସ୍ତି, ଶୁକ୍ରବାର ଆସିବ ରାୟ

ନୂଆଦିଲ୍ଲୀ,୬।୭: ମାନହାନି ମକଦ୍ଦମା ମାମଲାରେ ଗୁଜରାଟ ହାଇକୋର୍ଟ ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ରାୟ ପ୍ରକାଶ କରିବେ। ତାଙ୍କୁ ସୁରଟ କୋର୍ଟ ଦୋଷୀ ସାବ୍ୟସ୍ତ କରି ମାର୍ଚ୍ଚ ୨୩ରେ ଦୁଇ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ। ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ରାହୁଲ ଗାନ୍ଧୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ଦୋଷୀ ସାବ୍ୟସ୍ତ ହେବା ପରେ ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ପଦ ହରାଇଥିଲେ। ଏ ସମ୍ପର୍କରେ କଂଗ୍ରେସ କେନ୍ଦ୍ର ସରକାର ଏବଂ ବିଜେପିକୁ ଟାର୍ଗେଟ କରିଥିଲା। ସଦସ୍ୟତା ଅଯୋଗ୍ୟ ହେବା ପରେ ରାହୁଲ ଗାନ୍ଧୀ କେରଳର ୱାୟନାଡରେ କହିଥିଲେ ଯେ, କେନ୍ଦ୍ର ସରକାର ତାଙ୍କ ସ୍ବରକୁ ଦମନ କରିବା ପାଇଁ କାର୍ଯ୍ୟ କରୁଛନ୍ତି, କିନ୍ତୁ ଆମେ ଭୟ କରୁନାହୁଁ।

 


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri