Posted inଜାତୀୟ

୧୮ ବିପକ୍ଷ ଦଳକୁ ନେଇ ଖାର୍ଗେଙ୍କ ଘରେ ଚାଲିଲା ମନ୍ଥନ

ନୂଆଦିଲ୍ଲୀ,୨୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ବାସଭବନରେ ୧୮ ବିପକ୍ଷ ଦଳର ଏକ ବୈଠକ ବସିଛି। ଏହି ବୈଠକରେ ତୃଣମୂଳ କଂଗ୍ରେସ ସମେତ ଅନ୍ୟ ଦଳ ଅଂଶଗ୍ରହଣ କରିଥିଲେ, କିନ୍ତୁ ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା ଯୋଗ ଦେଇ ନ ଥିଲା। ଏହି ବୈଠକରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ।
ରାହୁଲ ଗାନ୍ଧୀଙ୍କ ସାଭରକରଙ୍କ ବିବୃତ୍ତିରେ ଅସନ୍ତୁଷ୍ଟ ପ୍ରକାଶ କରି ଉଦ୍ଧବଙ୍କ ଦଳ ବୈଠକଠାରୁ ଦୂରରେ ରହିଥିଲେ।
ଏହି ବୈଠକରେ ବିରୋଧୀ ଦଳ ମଙ୍ଗଳବାର ଉଭୟ ସଂସଦରେ ବିରୋଧୀଙ୍କ ରଣନୀତି ଉପରେ ଆଲୋକପାତ କରିଥିଲେ। ସୋମବାର ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ଏବଂ ଆଦାନୀ ମାମଲାକୁ ବାତିଲ କରିବା ନେଇ ଉଭୟ ସଂସଦରେ ହଙ୍ଗାମା ଦେଖାଦେଇଥିଲା। କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ବିରୋଧ ପ୍ରଦର୍ଶନ କରି କଳା ପୋଷାକ ପିନ୍ଧି ସଂସଦକୁ ଯାଇଥିଲେ। ବୀର ସାଭରକରଙ୍କ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ଅନେକ ଉତ୍ତେଜନା ପ୍ରକାଶ ପାଇଥିଲା।
ଖାର୍ଗେଙ୍କ ଘରେ ବସିଥିବା ବୈଠକରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ଶରଦ ପାୱାର, କେସି ଭେନୁଗୋପାଳଙ୍କ ପରି ବହୁ ବଡ ନେତା ଯୋଗ ଦେଇଥିଲେ। ଏହା ବ୍ୟତୀତ ସମାଜବାଦିି ପାର୍ଟିର ରାମଗୋପାଳ ଯାଦବ, ଡିଏମକେରୁ ଏମ ଭାଇକୋ, ଜେଡିୟୁର ରାଜୀବ ରଂଜନ, ବିଆରଏସ, ସିପିଆଇ, ଆଇଏମଏଲ, ଏମଡିଏମକେ, କେସି, ଆରଏସପି, ଆମ ଆଦମୀ ପାର୍ଟି, ଜମ୍ମୁ କଶ୍ମୀରର ବ୍ୟାଶନାଲ୍‌ କନଫରେନ୍ସ୍‌, ଜେଏମଏମ ଏବଂ ଏସ ନେତାମାନେ ଯୋଗ ଦେଇଥିଲେ। ଟିଏମସି ପକ୍ଷରୁ ଏହି ପ୍ରସଙ୍ଗରେ ପ୍ରସନ୍ନ ବାନାର୍ଜୀ ଏବଂ ସୌଗତ ରାୟ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁ…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri