Posted inଜାତୀୟ

ସଦସ୍ୟତା ଯିବା ପରେ ଏବେ ରାହୁଲଙ୍କୁ ଛାଡ଼ିବାକୁ ପଡ଼ିବ କି ସରକାରୀ ବଙ୍ଗଳା

ନୂଆଦିଲ୍ଲୀ,୨୪।୩: ମୋଦିଙ୍କ ସରନେମ୍‌କୁ ନେଇ ଦେଇଥିବା ବୀବାଦୀୟ ମନ୍ତବ୍ୟକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସୁରଟ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲାରେ ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ଶେଷ ହୋଇଛି। ଲୋକ ସଭା ସଚିବାଳୟ ଦ୍ୱାରା ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ସୁରଟ କୋର୍ଟ ଦ୍ୱାରା ୨ବର୍ଷ ଦଣ୍ଡିତ ହେବା ପରେ ୱାୟନାଡ ଏମ୍‌ପିଙ୍କ ସଦସ୍ୟତା ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ତେବେ ସଂସଦର ସଦସ୍ୟତା ବାତିଲ ହେବା ପରେ ଏବେ ପ୍ରଶ୍ନ ଉଠୁଛି ଯେ, ବର୍ତ୍ତମାନ ରାହୁଲ ଗାନ୍ଧୀଙ୍କୁ ତାଙ୍କର ସରକାରୀ ବଙ୍ଗଳା ଖାଲି କରିବାକୁ ପଡ଼ିବ କି। ଯଦି ଏଭଳି ହୁଏ ତେବେ ସେ କେଉଁଠାରେ ରହିବେ। ସୂଚନା ମୁତାବକ, ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଅଧୀନରେ ଥିବା ରାଜ୍ୟ ନିର୍ଦ୍ଦେଶାଳୟ ହିଁ କେନ୍ଦ୍ରମନ୍ତ୍ରୀ ଏବଂ ଏମ୍‌ପିମାନଙ୍କୁ ସରକାରୀ ବଙ୍ଗଳା ବଣ୍ଟନ କରିଥାନ୍ତି।
ରାହୁଲ ଗାନ୍ଧୀଙ୍କ ଏମ୍‌ପି ସଦସ୍ୟତା ସମାପ୍ତ ହେବା ପରେ ଏବେ ତାଙ୍କୁ ନିୟମ ଅନୁଯାୟୀ ସରକାରୀ ବଙ୍ଗଳା ଖାଲି କରିବାକୁ ପଡିବ। ତେବେ ଏହାପୂର୍ବରୁ କେନ୍ଦ୍ର ସରକାରଙ୍କ ଇଷ୍ଟେଟ ଅଧିକାରୀ ସେମାନଙ୍କୁ ନୋଟିସ ଜାରି କରିବେ। ଯାହାର ଉତ୍ତର ତାଙ୍କୁ ୩ଦିନ ମଧ୍ୟରେ ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri