Posted inଜାତୀୟ

୨୦୨୪ରେ କଂଗ୍ରେସ ହେବ ଆହୁରି ମଜଭୁତ: ରାହୁଲଙ୍କ ସଦସ୍ୟତା ରଦ୍ଦକୁ ନେଇ ଏମିତି କହିଲେ ଚିଦାମ୍ବରମ

ନୂଆଦିଲ୍ଲୀ,୨୬ ।୩: ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ ରବିବାର କହିଛନ୍ତି କି ତାଙ୍କ ଦଳର ନେତା ରାହୁଲ ଗାନ୍ଧୀଙ୍କ ଲୋକ ସଭାରେ ଅଯୋଗ୍ୟତା କଂଗ୍ରେସକୁ ମଜଭୁତ କରିବ । ଏହାର ଫାଇଦା ଆଗାମୀ ବର୍ଷ ହେବାକୁ ଥିବା ନିର୍ବାଚନରେ ମିଳିବ ।
ସମାଚାର ଏଜେନ୍ସି ପିଟିଆଇକୁ ଦେଇଥିବା ଏକ ଇଣ୍ଟରଭ୍ୟୁରେ ସେ କହିଛନ୍ତି, ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) କଂଗ୍ରେସକୁ ତା’ର ମୁଖ୍ୟ ଲକ୍ଷ୍ୟ କରିଛି । ଯାହାଦ୍ୱାରା ଆଞ୍ଚଳିକ ଦଳକୁ ସହଜରେ ଟାର୍ଗେଟ କରାଯାଇପାରିବ । ସେ ସ୍ପଷ୍ଟ ଭାବେ କହିଛନ୍ତି, ଏହାଦ୍ୱାରା କଂଗ୍ରେସ ନଷ୍ଟ ହେବନାହିଁ ଓ ଆଞ୍ଚଳିକ ଦଳ ଭାଜପା ବିରୋଧରେ ଉଠିବେ ଓ ଲଢିବେ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?