Posted inଜାତୀୟ

ପ୍ରଧାନମନ୍ତ୍ରୀ ହେଲେ ପ୍ରଥମେ କ’ଣ କରିବେ ରାହୁଲ

ନୂଆଦିଲ୍ଲୀ,୭ ।୧୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ୱାଇନାଡାର ଏମ୍‌ପି ରାହୁଲ ଗାନ୍ଧୀ ତାମିଲନାଡୁର ମୁଲଗୁମୁଦନର ସେଣ୍ଟ ଜୋସେଫ ସ୍କୁଲରେ ଏ ବର୍ଷର ଦୀପାବଳି ପାଳନ କରିଛନ୍ତି । ଏହି ସମୟରେ ସେ ସେଠାରେ ଥିବା କେତେଜଣ ଛାତ୍ରଙ୍କ ସହ କଥା ହୋଇଥିଲେ । ଯାହାର ଏକ ଭିଡିଓ ଏବେ ରାହୁଲ ଟୁଇଟ୍ କରିଛନ୍ତି । ଏହି ଭିଡିଓକୁ ଶେୟାର କରି ରାହୁଲ ଲେଖିଛନ୍ତି, ସେଣ୍ଟ ଜୋସେଫ ସ୍କୁଲର ବିଦ୍ୟାର୍ଥୀଙ୍କ ସହ କଥା ହେଲି ସେମାନଙ୍କ ସହ ଡିନର ବି କଲି, ଯାହା ଦୀପାବଳିକୁ ଆହୁରି ସ୍ପେଶାଲ କରିଦେଲା । ଏହାସହ ରାହୁଲ କହିଛନ୍ତି, ସଂସ୍କୃତିର ଏହି ସଙ୍ଗମ ଆମ ଦେଶର ସବୁଠାରୁ ବଡ ଶକ୍ତି ଓ ଆମେ ଏହାକୁ ସୁରକ୍ଷିତ କରି ରଖିବା ଦରକାର । ଏହି ସମୟରେ ରାହୁଲଙ୍କୁ ଜଣେ ପ୍ରଶ୍ନ କରିଥିଲେ ପ୍ରଧାନମନ୍ତ୍ରୀ ହେଲେ ସେ ପ୍ରଥମେ କ’ଣ କରିବେ । ଏହାର ଉତ୍ତରରେ ରାହୁଲ କହିଥିଲେ ସେ ପ୍ରଥମେ ମହିଳା ସଂରକ୍ଷଣ ଉପରେ ଗୁରୁତ୍ୱ ଦେବେ । ଏହାସହ ସେ କହିଥିଲେ ମୋତେ ଯଦି କେହି ପଚାରନ୍ତି ପିଲାମାନଙ୍କୁ ତୁମେ କ’ଣ ଶିଖାଇବ ତେବେ ମୁଁ କହିବି, ବିନମ୍ରତା ।


Enter your email to get our daily news in your inbox.

All Right Reserved By Dharitri.Com

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri