Posted inଜାତୀୟ

ରାହୁଲ ଗାନ୍ଧୀଙ୍କ ବିଦେଶରେ ଭାରତକୁ ସମାଲୋଚନା କରିବାର ଅଭ୍ୟାସ ରହିଛି: ଏସ୍‌ ଜୟଶଙ୍କର

ନୂଆଦିଲ୍ଲୀ,୮।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର। ଗୁରୁବାର କହିଛନ୍ତି , କଂଗ୍ରେସ ନେତାଙ୍କ ବିଦେଶରେ ଭାରତକୁ ସମାଲୋଚନା କରିବାର ଅଭ୍ୟାସ ରହିଛି, କିନ୍ତୁ ବିଶ୍ୱ ସାମ୍ନାରେ ନିଜର ଆଭ୍ୟନ୍ତରୀଣ ପ୍ରସଙ୍ଗ ଉଠାଇବା ଦେଶର ସ୍ବାର୍ଥରେ ନାହିଁ। ଆମେରିକାର ଏକ କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ସମ୍ପର୍କରେ ଜୟଶଙ୍କର କହିଛନ୍ତି ଯେ ବିଶ୍ୱ ଆମକୁ ନଜର ରଖିଛି।

ଏକ ପ୍ରଶ୍ନର ଉତ୍ତରରେ ଜୟଶଙ୍କର କହିଛନ୍ତି, ରାହୁଲ ଗାନ୍ଧୀଙ୍କ ବିଦେଶରେ ଭାରତକୁ ସମାଲୋଚନା କରିବାର ଅଭ୍ୟାସ ଅଛି। ମୁଁ ଭାବୁନାହିଁ ଯେ ଜାତୀୟ ରାଜନୀତିକୁ ଦେଶରୁ ବାହାରକୁ ନେବା ଜାତୀୟ ସ୍ବାର୍ଥରେ ହେବ।

କଂଗ୍ରେସ ଦଳର ପୂର୍ବତନ ସଭାପତି ତଥା ପୂର୍ବତନ ଏମ୍‌ପି ରାହୁଲ ଗାନ୍ଧୀ ନିକଟରେ ଆମେରିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଥିଲେ ଏବଂ ବିଭିନ୍ନ ଦିଗରେ ସରକାରଙ୍କ ନୀତିକୁ ଟାର୍ଗେଟ କରିଥିଲେ। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି ଏବଂ ଆରଏସଏସକୁ ଭବିଷ୍ୟତରେ ଦେଖିବାରେ ଅସମର୍ଥ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଟାର୍ଗେଟ କରି ରାହୁଲ କହିଛନ୍ତି, ସେ କେବଳ ପଛକୁ ଅନେଇକି ଭାରତୀୟ କାର୍‌ ଚଳାଇବାକୁ ଚେଷ୍ଠା କରୁଛନ୍ତି। ଯେଉଁଥି ପାଇଁ ଗୋଟିଏ ପରେ ଗୋଟିଏ ଦୁର୍ଘଟଣା ଘଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri