Posted inଜାତୀୟ

ଶ୍ରୀନଗରରେ ଡେରା ପକାଇଛନ୍ତି ରାହୁଲ ଗାନ୍ଧୀ

ଶ୍ରୀନଗର,୨୨।୮: ଜମ୍ମୁ କଶ୍ମୀରରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରାଜନୈତିକ ମଞ୍ଚରେ ନିଜର ଦୃଢ ଉପସ୍ଥିତି ଜାହିର କରିବାକୁ ସମସ୍ତ ରାଜନୈତିକ ଦଳ ନିଜ ନିଜ ସ୍ତରରେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଭାଜପା ଦ୍ୱାରା ରାଜ୍ୟ ନିର୍ବାଚନ ଦାୟିତ୍ୱ ଗ୍ରହଣ କରିବାର ଦ୍ୱିତୀୟ ଦିନ ପରେ ରାମ ମାଧବ ବୁଧବାର ଶ୍ରୀନଗରରେ ପହଞ୍ଚିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ସହ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମଧ୍ୟ ଶ୍ରୀନଗରରେ ଡେରା ପକାଇଛନ୍ତି। ସେ ନ୍ୟାଶ୍‌ନାଲ୍‌ କନଫରେନ୍ସ ସହିତ ମେଣ୍ଟ ଚୂଡାନ୍ତ କରିପାରନ୍ତି।
ସମସ୍ତ ରାଜନୈତିକ ଦଳର ମୁଖ୍ୟ ଧ୍ୟାନ କଶ୍ମୀର ଉପରେ ରହିଛି। ସୂତ୍ରରୁ ପ୍ରକାଶ ଯେ ୨୦୧୫ରେ ଭାଜପା-ପିଡିପି ମିଳିତ ସରକାରର ସ୍ଥପତି ଥିବା ରାମ ମାଧବ ଶ୍ରୀନଗରରେ ପହଞ୍ଚିବା ମାତ୍ରେ ଦଳର ନେତାଙ୍କଠାରୁ ବାସ୍ତବତା ସମ୍ପର୍କରେ ସୂଚନା ନେଇଥିଲେ। ନିର୍ବାଚନ ପ୍ରସ୍ତୁତି ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri